2 ବଂଶାବଳୀ 32:19 - ପବିତ୍ର ବାଇବଲ19 ସେହି ସେବକଗଣ ଏପରି କାର୍ଯ୍ୟ କଲେ, ଯେପରି ଇସ୍ରାଏଲ ପରମେଶ୍ୱର ଅନ୍ୟ ଦେଶର ଲୋକମାନଙ୍କର ହସ୍ତ ନିର୍ମିତ ମୂର୍ତ୍ତି ଅଟନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)19 ଆଉ, ପୃଥିବୀସ୍ଥ ନାନା ଗୋଷ୍ଠୀୟମାନଙ୍କର ମନୁଷ୍ୟ-ହସ୍ତକୃତ ଦେବଗଣ ବିରୁଦ୍ଧରେ କଥା କହିବା ତୁଲ୍ୟ ସେମାନେ ଯିରୂଶାଲମର ପରମେଶ୍ଵରଙ୍କ ବିରୁଦ୍ଧରେ କଥା କହିଲେ। Viz kapitolaଓଡିଆ ବାଇବେଲ19 ଆଉ, ପୃଥିବୀସ୍ଥ ନାନା ଗୋଷ୍ଠୀୟମାନଙ୍କର ମନୁଷ୍ୟ ହସ୍ତକୃତ ଦେବଗଣ ବିରୁଦ୍ଧରେ କଥା କହିବା ତୁଲ୍ୟ ସେମାନେ ଯିରୂଶାଲମର ପରମେଶ୍ୱରଙ୍କ ବିରୁଦ୍ଧରେ କଥା କହିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଆଉ, ପୃଥିବୀସ୍ଥ ନାନା ଗୋଷ୍ଠୀୟମାନଙ୍କର ମନୁଷ୍ୟ ହସ୍ତକୃତ ଦେବଗଣ ବିରୁଦ୍ଧରେ କଥା କହିବା ତୁଲ୍ୟ ସେମାନେ ଯିରୂଶାଲମର ପରମେଶ୍ୱରଙ୍କ ବିରୁଦ୍ଧରେ କଥା କହିଲେ। Viz kapitola |