Online Bible

- Reklamy -




2 ବଂଶାବଳୀ 32:20 - ପବିତ୍ର ବାଇବଲ

20 ରାଜା ହିଜକିୟ ଓ ଆମୋସଙ୍କ ପୁତ୍ର ଭବିଷ୍ୟ‌ଦ୍‌ବକ୍ତା ଯିଶାଇୟ ଏହି ସମସ୍ୟା ସମ୍ବନ୍ଧରେ ପ୍ରାର୍ଥନା କଲେ। ସେମାନେ ସ୍ୱର୍ଗ ପ୍ରତି ଅତି ଉଚ୍ଚସ୍ୱରରେ ପ୍ରାର୍ଥନା କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ଏଥିରେ ହିଜକୀୟ ରାଜା ଓ ଆମୋସର ପୁତ୍ର ଯିଶାଇୟ ଏସକାଶୁ ପ୍ରାର୍ଥନା କରି ସ୍ଵର୍ଗ ଆଡ଼େ ଡାକ ପକାଇଲେ।

Viz kapitola kopírovat

ଓଡିଆ ବାଇବେଲ

20 ଏଥିରେ ହିଜକୀୟ ରାଜା ଓ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍‍ବକ୍ତା ଏସକାଶୁ ପ୍ରାର୍ଥନା କରି ସ୍ୱର୍ଗ ଆଡ଼େ ଡାକ ପକାଇଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଏଥିରେ ହିଜକୀୟ ରାଜା ଓ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍‍ବକ୍ତା ଏସକାଶୁ ପ୍ରାର୍ଥନା କରି ସ୍ୱର୍ଗ ଆଡ଼େ ଡାକ ପକାଇଲେ।

Viz kapitola kopírovat




2 ବଂଶାବଳୀ 32:20

Následuj nás:

Reklamy


Reklamy