2 ବଂଶାବଳୀ 32:23 - ପବିତ୍ର ବାଇବଲ23 ସଦାପ୍ରଭୁଙ୍କ ପାଇଁ ଉପହାର ନେଇ ବହୁତ ଲୋକ ଯିରୁଶାଲମକୁ ଆସିଲେ। ସେମାନେ ଯିହୁଦାର ରାଜା ହିଜକିୟଙ୍କ ପାଇଁ ମୂଲ୍ୟବାନ୍ ସାମଗ୍ରୀ ଆଣିଲେ। ସମସ୍ତ ଦେଶର ଲୋକମାନେ ହିଜକିୟଙ୍କୁ ସମ୍ମାନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ତହିଁରେ ଅନେକେ ଯିରୂଶାଲମକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଆଣିଲେ ଓ ଯିହୁଦାର ରାଜା ହିଜକୀୟଙ୍କ ନିକଟକୁ ବହୁମୂଲ୍ୟ ପଦାର୍ଥ ଆଣିଲେ; ତହୁଁ ସେ ସେହି ସମୟଠାରୁ ସମଗ୍ର ଗୋଷ୍ଠୀର ଦୃଷ୍ଟିରେ ଉନ୍ନତ ହେଲେ। Viz kapitolaଓଡିଆ ବାଇବେଲ23 ତହିଁରେ ଅନେକେ ଯିରୂଶାଲମକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଆଣିଲେ ଓ ଯିହୁଦାର ରାଜା ହିଜକୀୟଙ୍କ ନିକଟକୁ ବହୁମୂଲ୍ୟ ପଦାର୍ଥ ଆଣିଲେ; ତହୁଁ ସେ ସେହି ସମୟଠାରୁ ସମଗ୍ର ଗୋଷ୍ଠୀର ଦୃଷ୍ଟିରେ ଉନ୍ନତ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ତହିଁରେ ଅନେକେ ଯିରୂଶାଲମକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଆଣିଲେ ଓ ଯିହୁଦାର ରାଜା ହିଜକୀୟଙ୍କ ନିକଟକୁ ବହୁମୂଲ୍ୟ ପଦାର୍ଥ ଆଣିଲେ; ତହୁଁ ସେ ସେହି ସମୟଠାରୁ ସମଗ୍ର ଗୋଷ୍ଠୀର ଦୃଷ୍ଟିରେ ଉନ୍ନତ ହେଲେ। Viz kapitola |