Online Bible

- Reklamy -




2 ବଂଶାବଳୀ 32:27 - ପବିତ୍ର ବାଇବଲ

27 ହିଜକିୟ ଅନେକ ଧନସମ୍ପଦ ଓ ସମ୍ମାନ ଲାଭ କଲେ। ସେ ରୂପା, ସୁନା, ବହୁମୂଲ୍ୟ ମଣିମୁକ୍ତା, ମସଲା, ଢାଲ ଓ ସମସ୍ତ ପ୍ରକାର ଦ୍ରବ୍ୟ ରଖିବା ନିମନ୍ତେ ସ୍ଥାନସବୁ ନିର୍ମାଣ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ଆଉ, ହିଜକୀୟଙ୍କର ଅତି ପ୍ରଚୁର ସମ୍ପଦ ଓ ସମ୍ଭ୍ରମ ଥିଲା; ପୁଣି, ସେ ରୂପା ଓ ସୁନା ଓ ବହୁମୂଲ୍ୟ ପ୍ରସ୍ତର ଓ ସୁଗନ୍ଧି ଦ୍ରବ୍ୟ ଓ ଢାଲ ଓ ସର୍ବପ୍ରକାର ମନୋହର ପାତ୍ର ନିମନ୍ତେ ଭଣ୍ତାର ପ୍ରସ୍ତୁତ କଲେ;

Viz kapitola kopírovat

ଓଡିଆ ବାଇବେଲ

27 ଆଉ, ହିଜକୀୟଙ୍କର ଅତି ପ୍ରଚୁର ସମ୍ପଦ ଓ ସମ୍ଭ୍ରମ ଥିଲା ପୁଣି, ସେ ରୂପା, ସୁନା, ବହୁମୂଲ୍ୟ ପ୍ରସ୍ତର, ସୁଗନ୍ଧି ଦ୍ରବ୍ୟ, ଢାଲ ଓ ସର୍ବପ୍ରକାର ମନୋହର ପାତ୍ର ନିମନ୍ତେ ଭଣ୍ଡାର ପ୍ରସ୍ତୁତ କଲେ;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଆଉ, ହିଜକୀୟଙ୍କର ଅତି ପ୍ରଚୁର ସମ୍ପଦ ଓ ସମ୍ଭ୍ରମ ଥିଲା ପୁଣି, ସେ ରୂପା, ସୁନା, ବହୁମୂଲ୍ୟ ପ୍ରସ୍ତର, ସୁଗନ୍ଧି ଦ୍ରବ୍ୟ, ଢାଲ ଓ ସର୍ବପ୍ରକାର ମନୋହର ପାତ୍ର ନିମନ୍ତେ ଭଣ୍ଡାର ପ୍ରସ୍ତୁତ କଲେ;

Viz kapitola kopírovat




2 ବଂଶାବଳୀ 32:27

Následuj nás:

Reklamy


Reklamy