2 ବଂଶାବଳୀ 32:32 - ପବିତ୍ର ବାଇବଲ32 ହିଜକିୟଙ୍କର ଅନ୍ୟ ସମସ୍ତ ଅବଶିଷ୍ଟ କର୍ମ ଓ ସଦାପ୍ରଭୁଙ୍କୁ କେତେ ପ୍ରେମ କଲେ, ତାହା “ଆମ୍ଭମାନଙ୍କ ପୁତ୍ର ଭବିଷ୍ୟଦ୍ବକ୍ତା ଯିଶାଇୟଙ୍କ ଦର୍ଶନ ପୁସ୍ତକ ଓ “ଯିହୁଦା ଓ ଇସ୍ରାଏଲର ରାଜାମାନଙ୍କ ପୁସ୍ତକରେ” ଲେଖା ଯାଇଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)32 ଏହି ହିଜକୀୟଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର ସୁକ୍ରିୟା, ଯିହୁଦାର ଓ ଇସ୍ରାଏଲର ରାଜାମାନଙ୍କ ଇତିହାସ ପୁସ୍ତକ ଅନ୍ତର୍ଗତ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍-ବକ୍ତାର ଦର୍ଶନ ପୁସ୍ତକରେ ଲେଖାଅଛି। Viz kapitolaଓଡିଆ ବାଇବେଲ32 ଏହି ହିଜକୀୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସୁକ୍ରିୟା, ଯିହୁଦାର ଓ ଇସ୍ରାଏଲର ରାଜାମାନଙ୍କ ଇତିହାସ ପୁସ୍ତକ ଅନ୍ତର୍ଗତ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍ବକ୍ତାର ଦର୍ଶନ ପୁସ୍ତକରେ ଲେଖାଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଏହି ହିଜକୀୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସୁକ୍ରିୟା, ଯିହୁଦାର ଓ ଇସ୍ରାଏଲର ରାଜାମାନଙ୍କ ଇତିହାସ-ପୁସ୍ତକ ଅନ୍ତର୍ଗତ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍ବକ୍ତାର ଦର୍ଶନ ପୁସ୍ତକରେ ଲେଖାଅଛି। Viz kapitola |