2 ବଂଶାବଳୀ 32:6 - ପବିତ୍ର ବାଇବଲ6 ଲୋକମାନଙ୍କର ଦାୟିତ୍ୱ ନେବା ନିମନ୍ତେ ହିଜକିୟ ଯୁଦ୍ଧର ପଦାଧିକାରୀମାନଙ୍କୁ ମନୋନୀତ କଲେ। ନଗରଦ୍ୱାର ନିକଟସ୍ଥ ଉନ୍ମୁକ୍ତ ସ୍ଥାନରେ ସେ ସେହି ପଦାଧିକାରୀମାନଙ୍କୁ ସାକ୍ଷାତ କଲେ। ସେ କହିଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)6 ଆଉ, ସେ ଲୋକମାନଙ୍କ ଉପରେ ସେନାପତି ନିଯୁକ୍ତ କଲେ ଓ ନଗର-ଦ୍ଵାର ଛକରେ ଆପଣା ନିକଟରେ ସେମାନଙ୍କୁ ଏକତ୍ର କରି ସେମାନଙ୍କୁ ଚିତ୍ତପ୍ରବୋଧକ ବାକ୍ୟ କହିଲେ, Viz kapitolaଓଡିଆ ବାଇବେଲ6 ଆଉ, ସେ ଲୋକମାନଙ୍କ ଉପରେ ସେନାପତି ନିଯୁକ୍ତ କଲେ ଓ ନଗର-ଦ୍ୱାର ଛକରେ ଆପଣା ନିକଟରେ ସେମାନଙ୍କୁ ଏକତ୍ର କରି ସେମାନଙ୍କୁ ଚିତ୍ତ ପ୍ରବୋଧକ ବାକ୍ୟ କହିଲେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆଉ, ସେ ଲୋକମାନଙ୍କ ଉପରେ ସେନାପତି ନିଯୁକ୍ତ କଲେ ଓ ନଗର-ଦ୍ୱାର ଛକରେ ଆପଣା ନିକଟରେ ସେମାନଙ୍କୁ ଏକତ୍ର କରି ସେମାନଙ୍କୁ ଚିତ୍ତ ପ୍ରବୋଧକ ବାକ୍ୟ କହିଲେ, Viz kapitola |