2 ବଂଶାବଳୀ 33:11 - ପବିତ୍ର ବାଇବଲ11 ତେଣୁ ସଦାପ୍ରଭୁ ସୈନ୍ୟବାହିନୀର ସେନାପତିଙ୍କୁ ଆଣିଲେ, ଯିଏ କି ଅଶୂରର ରାଜାର ସେବା କରୁଥିଲେ ଏବଂ ସେମାନେ ଯିହୁଦାକୁ ଆକ୍ରମଣ କଲେ। ସେହି ସେନାପତିମାନେ ମନଃଶିଙ୍କୁ ଧରିଲେ ଓ ତାଙ୍କୁ ବନ୍ଦୀ କରି ନେଲେ। ସେମାନେ ତାଙ୍କ ଶରୀରରେ ଆଙ୍କୁଡ଼ି ଲଗାଇଲେ ଓ ତାଙ୍କ ହାତରେ ପିତ୍ତଳର ଜଞ୍ଜିର ପିନ୍ଧାଇଲେ ଓ ତାଙ୍କୁ ବାବିଲ ଦେଶକୁ ନେଇଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଏହେତୁ ସଦାପ୍ରଭୁ ସେମାନଙ୍କ ପ୍ରତିକୂଳରେ ଅଶୂରୀୟ ରାଜାର ସେନାପତିମାନଙ୍କୁ ଆଣିଲେ, ତହିଁରେ ସେମାନେ ମନଃଶିଙ୍କୁ ବେଡ଼ିରେ ଧରି ଶିକୁଳିରେ ବାନ୍ଧି ବାବିଲ୍କୁ ନେଇଗଲେ। Viz kapitolaଓଡିଆ ବାଇବେଲ11 ଏହେତୁ ସଦାପ୍ରଭୁ ସେମାନଙ୍କ ପ୍ରତିକୂଳରେ ଅଶୂରୀୟ ରାଜାର ସେନାପତିମାନଙ୍କୁ ଆଣିଲେ, ତହିଁରେ ସେମାନେ ମନଃଶିଙ୍କୁ ବେଡ଼ିରେ ଧରି ଶିକୁଳିରେ ବାନ୍ଧି ବାବିଲ୍କୁ ନେଇଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏହେତୁ ସଦାପ୍ରଭୁ ସେମାନଙ୍କ ପ୍ରତିକୂଳରେ ଅଶୂରୀୟ ରାଜାର ସେନାପତିମାନଙ୍କୁ ଆଣିଲେ, ତହିଁରେ ସେମାନେ ମନଃଶିଙ୍କୁ ବେଡ଼ିରେ ଧରି ଶିକୁଳିରେ ବାନ୍ଧି ବାବିଲକୁ ନେଇଗଲେ। Viz kapitola |