Online Bible

- Reklamy -




2 ବଂଶାବଳୀ 33:13 - ପବିତ୍ର ବାଇବଲ

13 ମନଃଶି ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲେ ଓ ତାଙ୍କୁ ସାହାଯ୍ୟ କରିବା ନିମନ୍ତେ ପରମେଶ୍ୱରଙ୍କୁ ଅନୁରୋଧ କରିବାକୁ ଲାଗିଲେ। ସଦାପ୍ରଭୁ ମନଃଶିଙ୍କ ପ୍ରାର୍ଥନା ଶୁଣିଲେ ଓ ତାଙ୍କୁ ଦୟା କଲେ। ସଦାପ୍ରଭୁ ତାଙ୍କୁ ଯିରୁଶାଲମକୁ ଓ ତାଙ୍କ ସିଂହାସନକୁ ଫେରାଇ ଆଣିଲେ। ଏହା ପରେ ମନଃଶି ଜାଣିଲେ ଯେ, ସଦାପ୍ରଭୁ ପରମେଶ୍ୱର ହିଁ ସତ୍ୟ ଅଟନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ଆଉ, ସେ ତାହାଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ସେ ତାଙ୍କ ପ୍ରତି ପ୍ରସନ୍ନ ହେଲେ ଓ ତାଙ୍କର ନିବେଦନ ଶୁଣି ତାଙ୍କୁ ପୁନର୍ବାର ତାଙ୍କର ରାଜ୍ୟ ଯିରୂଶାଲମକୁ ଆଣିଲେ। ସେତେବେଳେ ମନଃଶି ଜାଣିଲେ ଯେ, ସଦାପ୍ରଭୁ ପରମେଶ୍ଵର ଅଟନ୍ତି।

Viz kapitola kopírovat

ଓଡିଆ ବାଇବେଲ

13 ଆଉ, ସେ ତାହାଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ସେ ତାଙ୍କ ପ୍ରତି ପ୍ରସନ୍ନ ହେଲେ ଓ ତାଙ୍କର ନିବେଦନ ଶୁଣି ତାଙ୍କୁ ପୁନର୍ବାର ତାଙ୍କର ରାଜ୍ୟ ଯିରୂଶାଲମକୁ ଆଣିଲେ। ସେତେବେଳେ ମନଃଶି ଜାଣିଲେ ଯେ, ସଦାପ୍ରଭୁ ପରମେଶ୍ୱର ଅଟନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆଉ, ସେ ତାହାଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ସେ ତାଙ୍କ ପ୍ରତି ପ୍ରସନ୍ନ ହେଲେ ଓ ତାଙ୍କର ନିବେଦନ ଶୁଣି ତାଙ୍କୁ ପୁନର୍ବାର ତାଙ୍କର ରାଜ୍ୟ ଯିରୂଶାଲମକୁ ଆଣିଲେ। ସେତେବେଳେ ମନଃଶି ଜାଣିଲେ ଯେ, ସଦାପ୍ରଭୁ ପରମେଶ୍ୱର ଅଟନ୍ତି।

Viz kapitola kopírovat




2 ବଂଶାବଳୀ 33:13

Následuj nás:

Reklamy


Reklamy