Online Bible

- Reklamy -




2 ବଂଶାବଳୀ 33:19 - ପବିତ୍ର ବାଇବଲ

19 ମନଃଶିଙ୍କ ପ୍ରାର୍ଥନା ଓ ପରମେଶ୍ୱର କିପରି ତାଙ୍କର ପ୍ରାର୍ଥନା ଶୁଣିଲେ ଓ ତାଙ୍କ ନିମନ୍ତେ ଦୁଃଖିତ ହେଲେ, ତାହା ‘ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ପୁସ୍ତକରେ’ ଲେଖାଯାଇଅଛି। ମନଃଶିର ସମସ୍ତ ପାପ ଓ ମନ୍ଦକର୍ମ ଏବଂ ସେହି ଉଚ୍ଚସ୍ଥାନଗୁଡ଼ିକ ଯାହା ସେ ନିର୍ମାଣ କରିଥିଲେ, ଆଶେରା ସ୍ତମ୍ଭମାନ ଏବଂ ମୂର୍ତ୍ତିଗୁଡ଼ିକ ଯାହା ସେ ପୂର୍ବରୁ ସ୍ଥାପନ କରିଥିଲେ ଓ ସମ୍ମାନ କରିଥିଲେ, ସେହିସବୁ “ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ପୁସ୍ତକରେ” ଲେଖାଯାଇଅଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ମଧ୍ୟ ତାଙ୍କର ପ୍ରାର୍ଥନା ଓ ପରମେଶ୍ଵର ତାଙ୍କ ପ୍ରତି କିପରି ପ୍ରସନ୍ନ ହେଲେ ଓ ତାଙ୍କର ସକଳ ପାପ ଓ ସତ୍ୟଲଙ୍ଘନ ଓ ସେ ଆପଣାକୁ ନମ୍ର କରିବା ପୂର୍ବେ ଯେ ଯେ ସ୍ଥାନରେ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ଆଉ ଆଶେରାମୂର୍ତ୍ତି ଓ ଖୋଦିତ-ପ୍ରତିମା ସ୍ଥାପନ କରିଥିଲେ; ଦେଖ, ତାହାସବୁ ହୋଶେୟର ପୁସ୍ତକରେ ଲିଖିତ ଅଛି।

Viz kapitola kopírovat

ଓଡିଆ ବାଇବେଲ

19 ମଧ୍ୟ ତାଙ୍କର ପ୍ରାର୍ଥନା ଓ ପରମେଶ୍ୱର ତାଙ୍କ ପ୍ରତି କିପରି ପ୍ରସନ୍ନ ହେଲେ ଓ ତାଙ୍କର ସକଳ ପାପ ଓ ସତ୍ୟ-ଲଙ୍ଘନ ଓ ସେ ଆପଣାକୁ ନମ୍ର କରିବା ପୂର୍ବେ ଯେଉଁ ଯେଉଁ ସ୍ଥାନରେ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ଆଉ ଆଶେରା ମୂର୍ତ୍ତି ଓ ଖୋଦିତ-ପ୍ରତିମା ସ୍ଥାପନ କରିଥିଲେ; ଦେଖ, ତାହାସବୁ ହୋଶେୟର ପୁସ୍ତକରେ ଲିଖିତ ଅଛି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ମଧ୍ୟ ତାଙ୍କର ପ୍ରାର୍ଥନା ଓ ପରମେଶ୍ୱର ତାଙ୍କ ପ୍ରତି କିପରି ପ୍ରସନ୍ନ ହେଲେ ଓ ତାଙ୍କର ସକଳ ପାପ ଓ ସତ୍ୟ-ଲଙ୍ଘନ ଓ ସେ ଆପଣାକୁ ନମ୍ର କରିବା ପୂର୍ବେ ଯେଉଁ ଯେଉଁ ସ୍ଥାନରେ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ଆଉ ଆଶେରା ମୂର୍ତ୍ତି ଓ ଖୋଦିତ ପ୍ରତିମା ସ୍ଥାପନ କରିଥିଲେ; ଦେଖ, ତାହାସବୁ ହୋଶେୟର ପୁସ୍ତକରେ ଲିଖିତ ଅଛି।

Viz kapitola kopírovat




2 ବଂଶାବଳୀ 33:19

Následuj nás:

Reklamy


Reklamy