2 ବଂଶାବଳୀ 33:22 - ପବିତ୍ର ବାଇବଲ22 ସଦାପ୍ରଭୁ ଯାହା ମନ୍ଦକାର୍ଯ୍ୟ ରୂପେ ବିବେଚନା କରନ୍ତି ଆମୋନ୍ ସେସବୁ କଲେ, ଠିକ୍ ତାଙ୍କ ପିତା ମନଃଶି ଯାହା କରିଥିଲେ। ଆମୋନ୍ ସମସ୍ତ ଖୋଦିତ ମୂର୍ତ୍ତି ଓ ପ୍ରତିମା ନିମନ୍ତେ ବଳି ଉତ୍ସର୍ଗ କଲେ, ଯେଉଁଗୁଡ଼ିକୁ ତାଙ୍କର ପିତା ମନଃଶି ନିର୍ମାଣ କରିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ପୁଣି, ସେ ଆପଣା ପିତା ମନଃଶିଙ୍କ ତୁଲ୍ୟ ସଦାପ୍ରଭୁଙ୍କ ଦୁଷ୍ଟିରେ କୁକର୍ମ କଲେ; ଆମୋନ୍ ଆପଣା ପିତା ମନଃଶିଙ୍କ ନିର୍ମିତ ସକଳ ଖୋଦିତ-ପ୍ରତିମା ଉଦ୍ଦେଶ୍ୟରେ ବଳିଦାନ କରି ସେମାନଙ୍କର ସେବା କଲେ। Viz kapitolaଓଡିଆ ବାଇବେଲ22 ପୁଣି, ସେ ଆପଣା ପିତା ମନଃଶିଙ୍କ ତୁଲ୍ୟ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ଆମୋନ୍ ଆପଣା ପିତା ମନଃଶିଙ୍କ ନିର୍ମିତ ସକଳ ଖୋଦିତ-ପ୍ରତିମା ଉଦ୍ଦେଶ୍ୟରେ ବଳିଦାନ କରି ସେମାନଙ୍କର ସେବା କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ପୁଣି, ସେ ଆପଣା ପିତା ମନଃଶିଙ୍କ ତୁଲ୍ୟ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ଆମୋନ୍ ଆପଣା ପିତା ମନଃଶିଙ୍କ ନିର୍ମିତ ସକଳ ଖୋଦିତ ପ୍ରତିମା ଉଦ୍ଦେଶ୍ୟରେ ବଳିଦାନ କରି ସେମାନଙ୍କର ସେବା କଲେ। Viz kapitola |