2 ବଂଶାବଳୀ 33:4 - ପବିତ୍ର ବାଇବଲ4 ମନଃଶି ସଦାପ୍ରଭୁଙ୍କ ମନ୍ଦିରରେ ଯଜ୍ଞବେଦିମାନ ନିର୍ମାଣ କଲେ। ସଦାପ୍ରଭୁ ଏହି ମନ୍ଦିର ବିଷୟରେ ଏହା କହିଲେ, “ଯିରୁଶାଲମରେ ଆମ୍ଭ ନାମ ଚିରକାଳ ରହିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)4 ପୁଣି, ଯିରୂଶାଲମରେ ଆମ୍ଭର ନାମ ସଦାକାଳ ସ୍ଥାପିତ ହେବ ବୋଲି ସଦାପ୍ରଭୁ ଯେଉଁ ଗୃହ ବିଷୟରେ କହିଥିଲେ, ସଦାପ୍ରଭୁଙ୍କ ସେହି ଗୃହରେ ସେ ଯଜ୍ଞବେଦିମାନ ନିର୍ମାଣ କଲେ। Viz kapitolaଓଡିଆ ବାଇବେଲ4 ପୁଣି, ଯିରୂଶାଲମରେ ଆମ୍ଭର ନାମ ସଦାକାଳ ସ୍ଥାପିତ ହେବ ବୋଲି ସଦାପ୍ରଭୁ ଯେଉଁ ଗୃହ ବିଷୟରେ କହିଥିଲେ, ସଦାପ୍ରଭୁଙ୍କ ସେହି ଗୃହରେ ସେ ଯଜ୍ଞବେଦିମାନ ନିର୍ମାଣ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, “ଯିରୂଶାଲମରେ ଆମ୍ଭର ନାମ ସଦାକାଳ ସ୍ଥାପିତ ହେବ” ବୋଲି ସଦାପ୍ରଭୁ ଯେଉଁ ଗୃହ ବିଷୟରେ କହିଥିଲେ, ସଦାପ୍ରଭୁଙ୍କ ସେହି ଗୃହରେ ସେ ଯଜ୍ଞବେଦିମାନ ନିର୍ମାଣ କଲେ। Viz kapitola |