2 ବଂଶାବଳୀ 33:5 - ପବିତ୍ର ବାଇବଲ5 ସଦାପ୍ରଭୁଙ୍କ ମନ୍ଦିରର ଦୁଇଟି ପ୍ରାଙ୍ଗଣରେ ମନଃଶି ସମସ୍ତ ଦଳର ତାରାଗଣଙ୍କ ନିମନ୍ତେ ଯଜ୍ଞବେଦି ସବୁ ନିର୍ମାଣ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଆହୁରି, ସେ ସଦାପ୍ରଭୁଙ୍କ ଗୃହର ଦୁଇ ପ୍ରାଙ୍ଗଣରେ ଆକାଶସ୍ଥ ସକଳ ବାହିନୀ ନିମନ୍ତେ ଯଜ୍ଞବେଦି ନିର୍ମାଣ କଲେ। Viz kapitolaଓଡିଆ ବାଇବେଲ5 ଆହୁରି, ସେ ସଦାପ୍ରଭୁଙ୍କ ଗୃହର ଦୁଇ ପ୍ରାଙ୍ଗଣରେ ଆକାଶସ୍ଥ ସକଳ ବାହିନୀ ନିମନ୍ତେ ଯଜ୍ଞବେଦି ନିର୍ମାଣ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆହୁରି, ସେ ସଦାପ୍ରଭୁଙ୍କ ଗୃହର ଦୁଇ ପ୍ରାଙ୍ଗଣରେ ଆକାଶସ୍ଥ ସକଳ ବାହିନୀ ନିମନ୍ତେ ଯଜ୍ଞବେଦି ନିର୍ମାଣ କଲେ। Viz kapitola |