2 ବଂଶାବଳୀ 33:6 - ପବିତ୍ର ବାଇବଲ6 ମନଃଶି ମଧ୍ୟ ନିଜ ପୁତ୍ରକୁ ବେନ୍-ହୋନ୍ନୋମ ଉପତ୍ୟକାରେ ବଳିରୂପେ ଜ୍ୱଳାଇଲେ। ମନଃଶି କୁହୁକ ବିଦ୍ୟା, ଭବିଷ୍ୟତ କହିବା ଓ ଅଲୌକିକ କାର୍ଯ୍ୟ କଲେ ଏବଂ ସେ ମଧ୍ୟ ଯାଦୁବିଦ୍ୟା କଲେ। ସେ ଭୂତୁଡ଼ିଆ ଓ ଗୁଣିଆମାନଙ୍କ ସହିତ କଥାବାର୍ତ୍ତା କଲେ, ସଦାପ୍ରଭୁ ଯେଉଁ କର୍ମକୁ କୁକର୍ମ ବୋଲି କହିଥିଲେ, ମନଃଶି ସେହିପରି ଅନେକ କର୍ମ କଲେ, ଆଉ ଏହା ସଦାପ୍ରଭୁଙ୍କୁ ବହୁତ କ୍ରୋଧାନ୍ୱିତ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)6 ମଧ୍ୟ ସେ ହିନ୍ନୋମ୍ ପୁତ୍ରର ଉପତ୍ୟକାରେ ଆପଣା ସନ୍ତାନସନ୍ତତିମାନଙ୍କୁ ଅଗ୍ନି ମଧ୍ୟଦେଇ ଗମନ କରାଇଲେ; ଆଉ, ସେ ଶୁଭାଶୁଭ କହିବାର ବିଦ୍ୟା ଓ ଗଣକତା ବ୍ୟବହାର କଲେ ଓ ମାୟାକର୍ମ କଲେ, ପୁଣି ଭୂତୁଡ଼ିଆ ଓ ଗୁଣିଆମାନଙ୍କ ସହିତ ବ୍ୟବହାର କଲେ; ସେ ସଦାପ୍ରଭୁଙ୍କୁ ବିରକ୍ତ କରିବା ନିମନ୍ତେ ତାହାଙ୍କ ଦୃଷ୍ଟିରେ ବହୁତ କୁକର୍ମ କଲେ। Viz kapitolaଓଡିଆ ବାଇବେଲ6 ମଧ୍ୟ ସେ ହିନ୍ନୋମ ପୁତ୍ରର ଉପତ୍ୟକାରେ ଆପଣା ସନ୍ତାନସନ୍ତତିମାନଙ୍କୁ ଅଗ୍ନି ମଧ୍ୟଦେଇ ଗମନ କରାଇଲେ; ଆଉ, ସେ ଶୁଭାଶୁଭ କହିବାର ବିଦ୍ୟା ଓ ଗଣକତା ବ୍ୟବହାର କଲେ ଓ ମାୟାକର୍ମ କଲେ, ପୁଣି ଭୂତୁଡ଼ିଆ ଓ ଗୁଣିଆମାନଙ୍କ ସହିତ ବ୍ୟବହାର କଲେ; ସେ ସଦାପ୍ରଭୁଙ୍କୁ ବିରକ୍ତ କରିବା ନିମନ୍ତେ ତାହାଙ୍କ ଦୃଷ୍ଟିରେ ବହୁତ କୁକର୍ମ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ମଧ୍ୟ ସେ ହିନ୍ନୋମ ପୁତ୍ରର ଉପତ୍ୟକାରେ ଆପଣା ସନ୍ତାନସନ୍ତତିମାନଙ୍କୁ ଅଗ୍ନି ମଧ୍ୟଦେଇ ଗମନ କରାଇଲେ; ଆଉ, ସେ ଶୁଭାଶୁଭ କହିବାର ବିଦ୍ୟା ଓ ଗଣକତା ବ୍ୟବହାର କଲେ ଓ ମାୟାକର୍ମ କଲେ, ପୁଣି ଭୂତୁଡ଼ିଆ ଓ ଗୁଣିଆମାନଙ୍କ ସହିତ ବ୍ୟବହାର କଲେ; ସେ ସଦାପ୍ରଭୁଙ୍କୁ ବିରକ୍ତ କରିବା ନିମନ୍ତେ ତାହାଙ୍କ ଦୃଷ୍ଟିରେ ବହୁତ କୁକର୍ମ କଲେ। Viz kapitola |