2 ବଂଶାବଳୀ 34:10 - ପବିତ୍ର ବାଇବଲ10 ଏହା ପରେ ଲେବୀୟମାନେ ସଦାପ୍ରଭୁଙ୍କ ମନ୍ଦିରର ତଦାରଖ କାର୍ଯ୍ୟ କରୁଥିବା ଲୋକମାନଙ୍କୁ ମଜୁରୀ ଦେଲେ। ଆଉ ତଦାରଖକାରୀମାନେ ସଦାପ୍ରଭୁଙ୍କ ମନ୍ଦିର ମରାମତି କରୁଥିବା ଶ୍ରମିକମାନଙ୍କୁ ମଜୁରୀ ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଆଉ, ସେମାନେ ସଦାପ୍ରଭୁଙ୍କ ଗୃହର ତତ୍ତ୍ଵାବଧାରଣ କର୍ମକାରୀମାନଙ୍କ ହସ୍ତରେ ତାହା ସମର୍ପି ଦେଲେ; ପୁଣି ସଦାପ୍ରଭୁଙ୍କ ଗୃହର କର୍ମକାରୀମାନେ ସେହି ଗୃହର ଜୀର୍ଣ୍ଣସଂସ୍କାର ଓ ପୁନର୍ନିର୍ମାଣ ନିମନ୍ତେ ତାହା ଦେଲେ; Viz kapitolaଓଡିଆ ବାଇବେଲ10 ଆଉ, ସେମାନେ ସଦାପ୍ରଭୁଙ୍କ ଗୃହର ତତ୍ତ୍ୱାବଧାରଣ କର୍ମକାରୀମାନଙ୍କ ହସ୍ତରେ ତାହା ସମର୍ପି ଦେଲେ; ପୁଣି ସଦାପ୍ରଭୁଙ୍କ ଗୃହର କର୍ମକାରୀମାନେ ସେହି ଗୃହର ଜୀର୍ଣ୍ଣସଂସ୍କାର ଓ ପୁନଃନିର୍ମାଣ ନିମନ୍ତେ ତାହା ଦେଲେ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆଉ, ସେମାନେ ସଦାପ୍ରଭୁଙ୍କ ଗୃହର ତତ୍ତ୍ୱାବଧାରଣ କର୍ମକାରୀମାନଙ୍କ ହସ୍ତରେ ତାହା ସମର୍ପି ଦେଲେ; ପୁଣି ସଦାପ୍ରଭୁଙ୍କ ଗୃହର କର୍ମକାରୀମାନେ ସେହି ଗୃହର ଜୀର୍ଣ୍ଣସଂସ୍କାର ଓ ପୁନଃନିର୍ମାଣ ନିମନ୍ତେ ତାହା ଦେଲେ; Viz kapitola |