Online Bible

- Reklamy -




2 ବଂଶାବଳୀ 34:11 - ପବିତ୍ର ବାଇବଲ

11 କଟା ହୋଇଥିବା ବିରାଟକାୟ ପ୍ରସ୍ତର ଓ କାଠ କଣିକା ନିମନ୍ତେ ସେମାନେ ବଢ଼େଇ ଓ ଗୃହ ନିର୍ମାଣକାରୀମାନଙ୍କୁ ଟଙ୍କା ଦେଲେ। ଗୃହର ପୁନଃନିର୍ମାଣ ଓ ଗୃହର କଡ଼ି ନିର୍ମାଣ କରିବା ନିମନ୍ତେ ଏହି କାଠ ବ୍ୟବହୃତ ହେଲା। ଅତୀତରେ ଯିହୁଦାର ରାଜାମାନେ ମନ୍ଦିରର ଅଟ୍ଟାଳିକାଗୁଡ଼ିକର ଯତ୍ନ ନେଇ ନ ଥିଲେ। ସେହି ଅଟ୍ଟାଳିକାଗୁଡ଼ିକ ପୁରାତନ ଓ ଭଗ୍ନପ୍ରାୟ ହୋଇଯାଇ ଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ଅର୍ଥାତ୍, ଯିହୁଦା-ରାଜାଗଣ ଯେସକଳ ଗୃହ ବିନାଶ କରିଥିଲେ, ତହିଁ ନିମନ୍ତେ ଖୋଦିତ-ପ୍ରସ୍ତର ଓ ବରଗା ଓ କଡ଼ିକାଷ୍ଠ କିଣିବା ପାଇଁ ତାହା ସୂତ୍ରଧର ଓ ଗାନ୍ଥକମାନଙ୍କୁ ଦେଲେ।

Viz kapitola kopírovat

ଓଡିଆ ବାଇବେଲ

11 ଅର୍ଥାତ୍‍, ଯିହୁଦା-ରାଜାଗଣ ଯେସକଳ ଗୃହ ବିନାଶ କରିଥିଲେ, ତହିଁ ନିମନ୍ତେ ଖୋଦିତ-ପ୍ରସ୍ତର ଓ ବରଗା ଓ କଡ଼ିକାଷ୍ଠ କିଣିବା ପାଇଁ ତାହା ସୂତ୍ରଧର ଓ ଗାନ୍ଥକମାନଙ୍କୁ ଦେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଅର୍ଥାତ୍‍, ଯିହୁଦା-ରାଜାଗଣ ଯେସକଳ ଗୃହ ବିନାଶ କରିଥିଲେ, ତହିଁ ନିମନ୍ତେ ଖୋଦିତ ପ୍ରସ୍ତର ଓ ବରଗା ଓ କଡ଼ିକାଠ କିଣିବା ପାଇଁ ତାହା ସୂତ୍ରଧର ଓ ଗାନ୍ଥକମାନଙ୍କୁ ଦେଲେ।

Viz kapitola kopírovat




2 ବଂଶାବଳୀ 34:11

Následuj nás:

Reklamy


Reklamy