Online Bible

- Reklamy -




2 ବଂଶାବଳୀ 34:15 - ପବିତ୍ର ବାଇବଲ

15 ହି‌ଲ୍‌‌‌କିୟ ସଚିବ ଶାଫ‌ନଙ୍କୁ କହିଲେ, “ମୁଁ ସଦାପ୍ରଭୁଙ୍କ ଗୃହରେ ବ୍ୟବସ୍ଥା ନିୟମ ପୁସ୍ତକଟି ପାଇଅଛି!” ହି‌ଲ୍‌‌‌କିୟ ଶାଫ‌ନଙ୍କୁ ସେହି ପୁସ୍ତକଟି ଦେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ତହିଁରେ ହିଲ୍‍କୀୟ ଶାଫନ୍ ଲେଖକକୁ ଉତ୍ତର କରି କହିଲା, ମୁଁ ସଦାପ୍ରଭୁଙ୍କ ଗୃହରେ ବ୍ୟବସ୍ଥା-ପୁସ୍ତକ ପାଇଅଛି। ପୁଣି ହିଲ୍‍କୀୟ ଶାଫନ୍କୁ ସେହି ପୁସ୍ତକ ଦେଲା।

Viz kapitola kopírovat

ଓଡିଆ ବାଇବେଲ

15 ତହିଁରେ ହିଲ୍‍କୀୟ ଶାଫନ୍‍ ଲେଖକକୁ ଉତ୍ତର କରି କହିଲା, “ମୁଁ ସଦାପ୍ରଭୁଙ୍କ ଗୃହରେ ବ୍ୟବସ୍ଥା-ପୁସ୍ତକ ପାଇଅଛି।” ପୁଣି ହିଲ୍‍କୀୟ ଶାଫନ୍‍କୁ ସେହି ପୁସ୍ତକ ଦେଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତହିଁରେ ହିଲ୍‍କୀୟ ଶାଫନ୍‍ ଲେଖକକୁ ଉତ୍ତର କରି କହିଲା, “ମୁଁ ସଦାପ୍ରଭୁଙ୍କ ଗୃହରେ ବ୍ୟବସ୍ଥା-ପୁସ୍ତକ ପାଇଅଛି।” ପୁଣି ହିଲ୍‍କୀୟ ଶାଫନ୍‍କୁ ସେହି ପୁସ୍ତକ ଦେଲା।

Viz kapitola kopírovat




2 ବଂଶାବଳୀ 34:15

Následuj nás:

Reklamy


Reklamy