2 ବଂଶାବଳୀ 34:16 - ପବିତ୍ର ବାଇବଲ16 ଶାଫନ୍ ସେହି ପୁସ୍ତକକୁ ରାଜା ଯୋଶିୟଙ୍କ ନିକଟକୁ ଆଣିଲେ। ଶାଫନ୍ ରାଜାଙ୍କୁ କହିଲେ, “ତୁମ୍ଭେ ତୁମ୍ଭର ଭୃତ୍ୟମାନଙ୍କୁ ଯାହା କରିବାକୁ କହିଅଛ, ତାହା ସେମାନେ କରୁଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଆଉ, ଶାଫନ୍ ରାଜାଙ୍କ ନିକଟକୁ ସେହି ପୁସ୍ତକ ନେଇଗଲା, ଆହୁରି ରାଜାଙ୍କ ନିକଟକୁ ପୁନର୍ବାର ସମ୍ଵାଦ ନେଇ କହିଲା, ଆପଣଙ୍କ ଦାସମାନଙ୍କ ପ୍ରତି ଅର୍ପିତ ସମସ୍ତ କାର୍ଯ୍ୟ ସେମାନେ କରୁଅଛନ୍ତି। Viz kapitolaଓଡିଆ ବାଇବେଲ16 ଆଉ, ଶାଫନ୍ ରାଜାଙ୍କ ନିକଟକୁ ସେହି ପୁସ୍ତକ ନେଇଗଲା, ଆହୁରି ରାଜାଙ୍କ ନିକଟକୁ ପୁନର୍ବାର ସମ୍ବାଦ ନେଇ କହିଲା, ଆପଣଙ୍କ ଦାସମାନଙ୍କ ପ୍ରତି ଅର୍ପିତ ସମସ୍ତ କାର୍ଯ୍ୟ ସେମାନେ କରୁଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆଉ, ଶାଫନ୍ ରାଜାଙ୍କ ନିକଟକୁ ସେହି ପୁସ୍ତକ ନେଇଗଲା, ଆହୁରି ରାଜାଙ୍କ ନିକଟକୁ ପୁନର୍ବାର ସମ୍ବାଦ ନେଇ କହିଲା, “ଆପଣଙ୍କ ଦାସମାନଙ୍କ ପ୍ରତି ଅର୍ପିତ ସମସ୍ତ କାର୍ଯ୍ୟ ସେମାନେ କରୁଅଛନ୍ତି। Viz kapitola |