2 ବଂଶାବଳୀ 34:19 - ପବିତ୍ର ବାଇବଲ19 ରାଜା ଯୋଶିୟ ଯେତେବେଳେ ବ୍ୟବସ୍ଥା ନିୟମର ବାକ୍ୟଗୁଡ଼ିକ ପଢ଼ାଯିବାର ଶୁଣିଲେ, ସେ ଦୁଃଖ ପ୍ରକାଶ କରିବାକୁ ନିଜର ବସ୍ତ୍ରକୁ ଚିରି ପକାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ଏଥିରେ ରାଜା ସେହି ବ୍ୟବସ୍ଥାର ବାକ୍ୟ ଶ୍ରବଣ କରନ୍ତେ, ଆପଣା ବସ୍ତ୍ର ଚିରିଲେ। Viz kapitolaଓଡିଆ ବାଇବେଲ19 ଏଥିରେ ରାଜା ସେହି ବ୍ୟବସ୍ଥାର ବାକ୍ୟ ଶ୍ରବଣ କରନ୍ତେ, ଆପଣା ବସ୍ତ୍ର ଚିରିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଏଥିରେ ରାଜା ସେହି ବ୍ୟବସ୍ଥାର ବାକ୍ୟ ଶ୍ରବଣ କରନ୍ତେ, ଆପଣା ବସ୍ତ୍ର ଚିରିଲେ। Viz kapitola |