2 ବଂଶାବଳୀ 34:24 - ପବିତ୍ର ବାଇବଲ24 ସଦାପ୍ରଭୁ ଏହିକଥା କହନ୍ତି, ‘ଆମ୍ଭେ ଏହି ସ୍ଥାନକୁ ଓ ଏହିଠାରେ ବାସ କରୁଥିବା ଲୋକଙ୍କ ନିମନ୍ତେ ବିପଦ ଆଣିବା। ଯିହୁଦାର ରାଜାଙ୍କ ସମ୍ମୁଖରେ ଏହି ପୁସ୍ତକରୁ ଯେଉଁସବୁ ବିଷୟ ପାଠ କରାଗଲା, ଆମ୍ଭେ ସେହି ସମସ୍ତ ଭୟଙ୍କର ବିଷୟ ଘଟାଇବା। Viz kapitolaପବିତ୍ର ବାଇବଲ (Re-edited) - (BSI)24 ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନ ଉପରେ ଓ ତନ୍ନିବାସୀମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍, ସେମାନେ ଯିହୁଦାର ରାଜା ସାକ୍ଷାତରେ ଯେଉଁ ପୁସ୍ତକ ପାଠ କରିଅଛନ୍ତି, ତହିଁରେ ଲିଖିତ ସକଳ ଅଭିଶାପ ଘଟାଇବା ; Viz kapitolaଓଡିଆ ବାଇବେଲ24 ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନ ଉପରେ ଓ ତନ୍ନିବାସୀମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍, ସେମାନେ ଯିହୁଦାର ରାଜା ସାକ୍ଷାତରେ ଯେଉଁ ପୁସ୍ତକ ପାଠ କରିଅଛନ୍ତି, ତହିଁରେ ଲିଖିତ ସକଳ ଅଭିଶାପ ଘଟାଇବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ‘ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନ ଉପରେ ଓ ତନ୍ନିବାସୀମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍, ସେମାନେ ଯିହୁଦାର ରାଜା ସାକ୍ଷାତରେ ଯେଉଁ ପୁସ୍ତକ ପାଠ କରିଅଛନ୍ତି, ତହିଁରେ ଲିଖିତ ସକଳ ଅଭିଶାପ ଘଟାଇବା। Viz kapitola |