2 ବଂଶାବଳୀ 34:26 - ପବିତ୍ର ବାଇବଲ26 “କିନ୍ତୁ ଯିହୁଦାର ରାଜାଙ୍କୁ ଏହିକଥା ତୁମ୍ଭର କହିବା ଉଚିତ୍। ସେ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ନିକଟକୁ ପଗ୍ଭରିବା ନିମନ୍ତେ ପଠାଇଲେ: ‘ତୁମ୍ଭେ କିଛିକ୍ଷଣ ପୂର୍ବେ ଯେଉଁ ବାକ୍ୟ ଶୁଣିଲ, ସେ ବିଷୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି: Viz kapitolaପବିତ୍ର ବାଇବଲ (Re-edited) - (BSI)26 ମାତ୍ର ସଦାପ୍ରଭୁଙ୍କୁ ପଚାରିବା ପାଇଁ ତୁମ୍ଭମାନଙ୍କୁ ପଠାଇଲା ଯେ ଯିହୁଦାର ରାଜା, ତାହାକୁ ତୁମ୍ଭେମାନେ କହିବ, ତୁମ୍ଭର ଶୁଣିବା ବାକ୍ୟ ବିଷୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; Viz kapitolaଓଡିଆ ବାଇବେଲ26 ମାତ୍ର ସଦାପ୍ରଭୁଙ୍କୁ ପଚାରିବା ପାଇଁ ତୁମ୍ଭମାନଙ୍କୁ ପଠାଇଲା ଯେ ଯିହୁଦାର ରାଜା, ତାହାକୁ ତୁମ୍ଭେମାନେ କହିବ, ତୁମ୍ଭର ଶୁଣିବା ବାକ୍ୟ ବିଷୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ମାତ୍ର ସଦାପ୍ରଭୁଙ୍କୁ ପଚାରିବା ପାଇଁ ତୁମ୍ଭମାନଙ୍କୁ ପଠାଇଲା ଯେ ଯିହୁଦାର ରାଜା, ତାହାକୁ ତୁମ୍ଭେମାନେ କହିବ, ତୁମ୍ଭର ଶୁଣିବା ବାକ୍ୟ ବିଷୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; Viz kapitola |