2 ବଂଶାବଳୀ 34:27 - ପବିତ୍ର ବାଇବଲ27 ଯେତେବେଳେ ତୁମ୍ଭେମାନେ ଏହି ସ୍ଥାନ ବିଷୟରେ ଓ ଏଠାରେ ବାସ କରୁଥିବା ଲୋକମାନଙ୍କ ବିଷୟରେ ପରମେଶ୍ୱରଙ୍କର ବାର୍ତ୍ତା ଶୁଣିଲ, ତୁମ୍ଭେମାନେ ଦୁଃଖ କଲ, ପରମେଶ୍ୱରଙ୍କ ଆଗରେ ନିଜକୁ ନମ୍ର କଲ ଏବଂ ଦୁଃଖରେ ନିଜର ବସ୍ତ୍ରକୁ ଚିରି ପକାଇଲ। ଆମ୍ଭେ ତାହା ଦେଖିଲୁ, ସଦାପ୍ରଭୁ କହନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)27 ଏହି ସ୍ଥାନ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଉକ୍ତ ପରମେଶ୍ଵରଙ୍କ ବାକ୍ୟ ଶୁଣିବାମାତ୍ରେ ତୁମ୍ଭର ଅନ୍ତଃକରଣ କୋମଳ ହେଲା ଓ ତୁମ୍ଭେ ତାହାଙ୍କ ସାକ୍ଷାତରେ ଆପଣାକୁ ନମ୍ର କଲ; ଏଣୁ ତୁମ୍ଭେ ଆମ୍ଭ ସାକ୍ଷାତରେ ଆପଣାକୁ ନମ୍ର କରିବାରୁ ଓ ଆପଣା ବସ୍ତ୍ର ଚିରି ଆମ୍ଭ ସାକ୍ଷାତରେ ରୋଦନ କରିବାରୁ, ସଦାପ୍ରଭୁ କହନ୍ତି, ଆମ୍ଭେ ମଧ୍ୟ ତୁମ୍ଭ କଥା ଶୁଣିଲୁ। Viz kapitolaଓଡିଆ ବାଇବେଲ27 ଏହି ସ୍ଥାନ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଉକ୍ତ ପରମେଶ୍ୱରଙ୍କ ବାକ୍ୟ ଶୁଣିବାମାତ୍ରେ ତୁମ୍ଭର ଅନ୍ତଃକରଣ କୋମଳ ହେଲା ଓ ତୁମ୍ଭେ ତାହାଙ୍କ ସାକ୍ଷାତରେ ଆପଣାକୁ ନମ୍ର କଲ; ଏଣୁ ତୁମ୍ଭେ ଆମ୍ଭ ସାକ୍ଷାତରେ ଆପଣାକୁ ନମ୍ର କରିବାରୁ ଓ ଆପଣା ବସ୍ତ୍ର ଚିରି ଆମ୍ଭ ସାକ୍ଷାତରେ ରୋଦନ କରିବାରୁ, ସଦାପ୍ରଭୁ କହନ୍ତି, ଆମ୍ଭେ ମଧ୍ୟ ତୁମ୍ଭ କଥା ଶୁଣିଲୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଏହି ସ୍ଥାନ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଉକ୍ତ ପରମେଶ୍ୱରଙ୍କ ବାକ୍ୟ ଶୁଣିବାମାତ୍ରେ ତୁମ୍ଭର ଅନ୍ତଃକରଣ କୋମଳ ହେଲା ଓ ତୁମ୍ଭେ ତାହାଙ୍କ ସାକ୍ଷାତରେ ଆପଣାକୁ ନମ୍ର କଲ; ଏଣୁ ତୁମ୍ଭେ ଆମ୍ଭ ସାକ୍ଷାତରେ ଆପଣାକୁ ନମ୍ର କରିବାରୁ ଓ ଆପଣା ବସ୍ତ୍ର ଚିରି ଆମ୍ଭ ସାକ୍ଷାତରେ ରୋଦନ କରିବାରୁ, ସଦାପ୍ରଭୁ କହନ୍ତି, ଆମ୍ଭେ ମଧ୍ୟ ତୁମ୍ଭ କଥା ଶୁଣିଲୁ। Viz kapitola |