2 ବଂଶାବଳୀ 34:28 - ପବିତ୍ର ବାଇବଲ28 ଆମ୍ଭେ ତୁମ୍ଭକୁ ତୁମ୍ଭର ପୂର୍ବପୁରୁଷମାନଙ୍କ ନିକଟକୁ ନେଇଯିବା। ତୁମ୍ଭେ ତୁମ୍ଭର କବରକୁ ଶାନ୍ତିରେ ଯିବ। ଆମ୍ଭେ ଏହି ସ୍ଥାନ କି ଏଠାରେ ବାସ କରୁଥିବା ଲୋକମାନଙ୍କ ଉପରେ ଯେଉଁ ବିପଦ ଆଣିବା, ତାହା ତୁମ୍ଭକୁ ଦେଖିବାକୁ ପଡ଼ିବ ନାହିଁ।’” ହିଲ୍କିୟ ଓ ରାଜାଙ୍କ ସେବକମାନେ ଏହି ବାର୍ତ୍ତାସବୁ ରାଜା ଯୋଶିୟଙ୍କ ନିକଟକୁ ଆଣିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)28 ଦେଖ, ଆମ୍ଭେ ତୁମ୍ଭର ପିତୃଲୋକମାନଙ୍କ ନିକଟରେ ତୁମ୍ଭକୁ ସଂଗ୍ରହ କରିବା, ଆଉ ତୁମ୍ଭେ ଶାନ୍ତିରେ ଆପଣା କବରରେ ସଂଗୃହୀତ ହେବ, ପୁଣି ଆମ୍ଭେ ଏହି ସ୍ଥାନ ଉପରେ ଓ ତନ୍ନିବାସୀମାନଙ୍କ ଉପରେ ଯେ ଯେ ଅମଙ୍ଗଳ ଘଟାଇବା, ତାହାସବୁ ତୁମ୍ଭର ଚକ୍ଷୁ ଦେଖିବ ନାହିଁ। ଏଥି ଉତ୍ତାରେ ସେମାନେ ପୁନର୍ବାର ରାଜା ନିକଟକୁ ସମାଚାର ଆଣିଲେ। Viz kapitolaଓଡିଆ ବାଇବେଲ28 ଦେଖ, ଆମ୍ଭେ ତୁମ୍ଭର ପିତୃଲୋକମାନଙ୍କ ନିକଟରେ ତୁମ୍ଭକୁ ସଂଗ୍ରହ କରିବା, ଆଉ ତୁମ୍ଭେ ଶାନ୍ତିରେ ଆପଣା କବରରେ ସଂଗୃହୀତ ହେବ, ପୁଣି ଆମ୍ଭେ ଏହି ସ୍ଥାନ ଉପରେ ଓ ତନ୍ନିବାସୀମାନଙ୍କ ଉପରେ ଯେଉଁ ଯେଉଁ ଅମଙ୍ଗଳ ଘଟାଇବା, ତାହାସବୁ ତୁମ୍ଭର ଚକ୍ଷୁ ଦେଖିବ ନାହିଁ। ଏଥିଉତ୍ତାରେ ସେମାନେ ପୁନର୍ବାର ରାଜା ନିକଟକୁ ସମାଚାର ଆଣିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଦେଖ, ଆମ୍ଭେ ତୁମ୍ଭର ପିତୃଲୋକମାନଙ୍କ ନିକଟରେ ତୁମ୍ଭକୁ ସଂଗ୍ରହ କରିବା, ଆଉ ତୁମ୍ଭେ ଶାନ୍ତିରେ ଆପଣା କବରରେ ସଂଗୃହୀତ ହେବ, ପୁଣି ଆମ୍ଭେ ଏହି ସ୍ଥାନ ଉପରେ ଓ ତନ୍ନିବାସୀମାନଙ୍କ ଉପରେ ଯେଉଁ ଯେଉଁ ଅମଙ୍ଗଳ ଘଟାଇବା, ତାହାସବୁ ତୁମ୍ଭର ଚକ୍ଷୁ ଦେଖିବ ନାହିଁ।’” ଏଥିଉତ୍ତାରେ ସେମାନେ ପୁନର୍ବାର ରାଜା ନିକଟକୁ ସମାଚାର ଆଣିଲେ। Viz kapitola |