Online Bible

- Reklamy -




2 ବଂଶାବଳୀ 34:32 - ପବିତ୍ର ବାଇବଲ

32 ଏହା ପରେ ଯୋଶିୟ ଯିରୁଶାଲମ ଓ ବିନ୍ୟାମୀନର ସମସ୍ତ ଲୋକଙ୍କୁ ସେହି ନିୟମକୁ ଗ୍ରହଣ କରିବା ନିମନ୍ତେ ଶପଥ କରାଇଲେ। ଯିରୁଶାଲମର ଲୋକମାନେ ସେମାନଙ୍କର ପୂର୍ବପୁରୁଷମାନେ ଯେଉଁ ପରମେଶ୍ୱରଙ୍କର ବାଧ୍ୟ ହୋଇଥିଲେ, ସେହି ପରମେଶ୍ୱରଙ୍କ ନିୟମର ବାଧ୍ୟ ହେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

32 ଆଉ, ଯିରୂଶାଲମର ଓ ବିନ୍ୟାମୀନର ଯେତେ ଲୋକ ବିଦ୍ୟମାନ ଥିଲେ, ସେ ସମସ୍ତଙ୍କୁ ସେହି ନିୟମରେ ସେ ସମ୍ମତ କରାଇଲେ। ତହିଁରେ ଯିରୂଶାଲମ ନିବାସୀମାନେ ପରମେଶ୍ଵରଙ୍କର, ଆପଣାମାନଙ୍କ ପୂର୍ବ-ପୁରୁଷଗଣର ପରମେଶ୍ଵରଙ୍କ ନିୟମାନୁସାରେ କର୍ମ କଲେ।

Viz kapitola kopírovat

ଓଡିଆ ବାଇବେଲ

32 ଆଉ, ଯିରୂଶାଲମର ଓ ବିନ୍ୟାମୀନ୍‍ର ଯେତେ ଲୋକ ବିଦ୍ୟମାନ ଥିଲେ, ସେ ସମସ୍ତଙ୍କୁ ସେହି ନିୟମରେ ସେ ସମ୍ମତ କରାଇଲେ। ତହିଁରେ ଯିରୂଶାଲମ ନିବାସୀମାନେ ପରମେଶ୍ୱରଙ୍କର, ଆପଣାମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱରଙ୍କ ନିୟମାନୁସାରେ କର୍ମ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ଆଉ, ଯିରୂଶାଲମର ଓ ବିନ୍ୟାମୀନ୍‍ର ଯେତେ ଲୋକ ବିଦ୍ୟମାନ ଥିଲେ, ସେ ସମସ୍ତଙ୍କୁ ସେହି ନିୟମରେ ସେ ସମ୍ମତ କରାଇଲେ। ତହିଁରେ ଯିରୂଶାଲମ ନିବାସୀମାନେ ପରମେଶ୍ୱରଙ୍କର, ଆପଣାମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱରଙ୍କ ନିୟମାନୁସାରେ କର୍ମ କଲେ।

Viz kapitola kopírovat




2 ବଂଶାବଳୀ 34:32

Následuj nás:

Reklamy


Reklamy