Online Bible

- Reklamy -




2 ବଂଶାବଳୀ 34:7 - ପବିତ୍ର ବାଇବଲ

7 ଯୋଶିୟ ଯଜ୍ଞବେଦି ଓ ଆଶେରା ସ୍ତମ୍ଭସବୁ ଭାଙ୍ଗି ପକାଇଲେ। ସେ ମୂର୍ତ୍ତିଗୁଡ଼ିକୁ ଭାଙ୍ଗି ଧୂଳିରେ ପରିଣତ କରିଦେଲେ। ସେ ଇସ୍ରାଏଲର ସାରା ଦେଶରେ ସମସ୍ତ ସୁଗନ୍ଧବେଦି ଭାଙ୍ଗି ପକାଇଲେ। ଏହା ପରେ ଯୋଶିୟ ଯିରୁଶାଲମକୁ ଫେରିଗଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ଆଉ, ସେ ଯଜ୍ଞବେଦିସବୁ ଭାଙ୍ଗି ପକାଇଲେ ଓ ଆଶେରାମୂର୍ତ୍ତି ଓ ଖୋଦିତ-ପ୍ରତିମାସବୁ ଚୂର୍ଣ୍ଣ କଲେ ଓ ଇସ୍ରାଏଲ ଦେଶର ସର୍ବତ୍ର ସୂର୍ଯ୍ୟ-ପ୍ରତିମାସବୁ କାଟି ପକାଇ ଯିରୂଶାଲମକୁ ଫେରି ଆସିଲେ।

Viz kapitola kopírovat

ଓଡିଆ ବାଇବେଲ

7 ଆଉ, ସେ ଯଜ୍ଞବେଦିସବୁ ଭାଙ୍ଗି ପକାଇଲେ ଓ ଆଶେରା ମୂର୍ତ୍ତି ଓ ଖୋଦିତ-ପ୍ରତିମାସବୁ ଚୂର୍ଣ୍ଣ କଲେ ଓ ଇସ୍ରାଏଲ ଦେଶର ସର୍ବତ୍ର ସୂର୍ଯ୍ୟ-ପ୍ରତିମାସବୁ କାଟି ପକାଇ ଯିରୂଶାଲମକୁ ଫେରି ଆସିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆଉ, ସେ ଯଜ୍ଞବେଦିସବୁ ଭାଙ୍ଗି ପକାଇଲେ ଓ ଆଶେରା ମୂର୍ତ୍ତି ଓ ଖୋଦିତ ପ୍ରତିମାସବୁ ଚୂର୍ଣ୍ଣ କଲେ ଓ ଇସ୍ରାଏଲ ଦେଶର ସର୍ବତ୍ର ସୂର୍ଯ୍ୟ-ପ୍ରତିମାସବୁ କାଟି ପକାଇ ଯିରୂଶାଲମକୁ ଫେରି ଆସିଲେ।

Viz kapitola kopírovat




2 ବଂଶାବଳୀ 34:7

Následuj nás:

Reklamy


Reklamy