2 ବଂଶାବଳୀ 34:8 - ପବିତ୍ର ବାଇବଲ8 ତାଙ୍କର ରାଜତ୍ୱର ଅଷ୍ଟାଦଶ ବର୍ଷରେ ସେ ସବୁ ସ୍ଥାନ ଓ ମନ୍ଦିର ପବିତ୍ର କଲାପରେ, ଯୋଶିୟ, ଶାଫନ୍, ମାସେୟ ଏବଂ ଯୋୟାହଙ୍କୁ ସଦାପ୍ରଭୁ ପରମେଶ୍ୱରଙ୍କର ମନ୍ଦିର ମରାମତି ପାଇଁ ପଠାଇଲେ। ଶାଫାନଙ୍କ ପିତାଙ୍କର ନାମ ଥିଲା ଅତ୍ସଲିୟ। ମାସେୟ ନଗରର ନେତା ଥିଲେ ଓ ଯୋୟାହଙ୍କ ପିତାଙ୍କର ନାମ ଥିଲା ଯୋୟାହସ। ଯୋୟାହ ବିତରଣ ରକ୍ଷକ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଅନନ୍ତର ସେ ଆପଣା ଅଧିକାରର ଅଠର ବର୍ଷରେ ଦେଶ ଓ ଗୃହ ଶୁଚି କଲା ଉତ୍ତାରେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ଗୃହର ଜୀର୍ଣ୍ଣସଂସ୍କାର ନିମନ୍ତେ ଅତ୍ସଲୀୟର ପୁତ୍ର ଶାଫନ୍କୁ ଓ ନଗରାଧ୍ୟକ୍ଷ ମାସେୟକୁ ଓ ଯୋୟାହସର ପୁତ୍ର ଯୋୟାହ ଇତିହାସ-ଲେଖକକୁ ପଠାଇଲେ। Viz kapitolaଓଡିଆ ବାଇବେଲ8 ଏଥିଉତ୍ତାରେ ସେ ଆପଣା ରାଜତ୍ଵର ଅଠର ବର୍ଷରେ ଦେଶ ଓ ଗୃହ ଶୁଚି କଲା ଉତ୍ତାରେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଗୃହର ମରାମତି ନିମନ୍ତେ ଅତ୍ସଲୀୟର ପୁତ୍ର ଶାଫନ୍କୁ ଓ ନଗରାଧ୍ୟକ୍ଷ ମାସେୟକୁ ଓ ଯୋୟାହସର ପୁତ୍ର ଯୋୟାହ ଇତିହାସ ଲେଖକକୁ ପଠାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଥିଉତ୍ତାରେ ସେ ଆପଣା ରାଜତ୍ଵର ଅଠର ବର୍ଷରେ ଦେଶ ଓ ଗୃହ ଶୁଚି କଲା ଉତ୍ତାରେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଗୃହର ମରାମତି ନିମନ୍ତେ ଅତ୍ସଲୀୟର ପୁତ୍ର ଶାଫନ୍କୁ ଓ ନଗରାଧ୍ୟକ୍ଷ ମାସେୟକୁ ଓ ଯୋୟାହସର ପୁତ୍ର ଯୋୟାହ ଇତିହାସ ଲେଖକକୁ ପଠାଇଲେ। Viz kapitola |