2 ବଂଶାବଳୀ 35:1 - ପବିତ୍ର ବାଇବଲ1 ରାଜା ଯୋଶିୟ ଯିରୁଶାଲମରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାରପର୍ବ ପାଳନ କଲେ। ପ୍ରଥମ ମାସର ଚତୁର୍ଦ୍ଦଶତମ ଦିବସରେ ନିସ୍ତାରପର୍ବର ମେଷଶାବକଙ୍କୁ ହତ୍ୟା କରାଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଏଥି ଉତ୍ତାରେ ଯୋଶୀୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯିରୂଶାଲମରେ ନିସ୍ତାରପର୍ବ ପାଳନ କଲେ ଓ ଲୋକମାନେ ପ୍ରଥମ ମାସର ଚତୁର୍ଦ୍ଦଶ ଦିନରେ ନିସ୍ତାର ପର୍ବର ବଳି ବଧ କଲେ। Viz kapitolaଓଡିଆ ବାଇବେଲ1 ଏଥିଉତ୍ତାରେ ଯୋଶୀୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯିରୂଶାଲମରେ ନିସ୍ତାର ପର୍ବ ପାଳନ କଲେ ଓ ଲୋକମାନେ ପ୍ରଥମ ମାସର ଚତୁର୍ଦ୍ଦଶ ଦିନରେ ନିସ୍ତାର ପର୍ବର ବଳି ବଧ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଯୋଶୀୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯିରୂଶାଲମରେ ନିସ୍ତାର ପର୍ବ ପାଳନ କଲେ ଓ ଲୋକମାନେ ପ୍ରଥମ ମାସର ଚତୁର୍ଦ୍ଦଶ ଦିନରେ ନିସ୍ତାର ପର୍ବର ବଳି ବଧ କଲେ। Viz kapitola |