Online Bible

- Reklamy -

2 ବଂଶାବଳୀ 35:16 - ପବିତ୍ର ବାଇବଲ

16 ତେଣୁ ରାଜା ଯୋଶିୟଙ୍କ ଆଦେଶାନୁଯାୟୀ ସଦାପ୍ରଭୁଙ୍କ ଉପାସନା ନିମନ୍ତେ ସେହି ଦିନ ସମସ୍ତ କାର୍ଯ୍ୟ କରାଗଲା। ନିସ୍ତାରପର୍ବ ପାଳିତ ହେଲା ଓ ହୋମବଳି ଉପହାରସବୁ ସଦାପ୍ରଭୁଙ୍କ ଯଜ୍ଞବେଦି ଉପରେ ଉତ୍ସର୍ଗୀକୃତ ହେଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

16 ଏହିରୂପେ ଯୋଶୀୟ ରାଜାଙ୍କର ଆଜ୍ଞାନୁସାରେ ନିସ୍ତାର ପର୍ବ ପାଳନାର୍ଥେ ଓ ସଦାପ୍ରଭୁଙ୍କ ଯଜ୍ଞବେଦିରେ ହୋମବଳି ଉତ୍ସର୍ଗକରଣାର୍ଥେ ସେହି ଦିନ ସଦାପ୍ରଭୁଙ୍କ ସେବାର୍ଥକ ସକଳର ଆୟୋଜନ ହେଲା।

Viz kapitola kopírovat

ଓଡିଆ ବାଇବେଲ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଏହିରୂପେ ଯୋଶୀୟ ରାଜାଙ୍କର ଆଜ୍ଞାନୁସାରେ ନିସ୍ତାର ପର୍ବ ପାଳନାର୍ଥେ ଓ ସଦାପ୍ରଭୁଙ୍କ ଯଜ୍ଞବେଦିରେ ହୋମବଳି ଉତ୍ସର୍ଗକରଣାର୍ଥେ ସେହି ଦିନ ସଦାପ୍ରଭୁଙ୍କ ସେବାର୍ଥକ ସକଳର ଆୟୋଜନ ହେଲା।

Viz kapitola kopírovat

2 ବଂଶାବଳୀ 35:16

Následuj nás:

Reklamy

Reklamy