Online Bible

- Reklamy -




2 ବଂଶାବଳୀ 35:17 - ପବିତ୍ର ବାଇବଲ

17 ଇସ୍ରାଏଲର ଯେଉଁ ଲୋକମାନେ ସେଠାରେ ଥିଲେ, ସେମାନେ ସାତ ଦିନ ପର୍ଯ୍ୟନ୍ତ ନିସ୍ତାରପର୍ବ ଓ ଖମୀରବିହୀନ ପାଉଁରୋଟୀର ପର୍ବ ପାଳନ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ଏଣୁ ଉପସ୍ଥିତ ଇସ୍ରାଏଲ-ସନ୍ତାନମାନେ ସେହି ସମୟରେ ସାତ ଦିନ ନିସ୍ତାର ପର୍ବ ଓ ତାଡ଼ିଶୂନ୍ୟ ରୋଟୀର ପର୍ବ ପାଳନ କଲେ।

Viz kapitola kopírovat

ଓଡିଆ ବାଇବେଲ

17 ଏଣୁ ଉପସ୍ଥିତ ଇସ୍ରାଏଲ ସନ୍ତାନମାନେ ସେହି ସମୟରେ ସାତ ଦିନ ନିସ୍ତାର ପର୍ବ ଓ ତାଡ଼ିଶୂନ୍ୟ ରୁଟିର ପର୍ବ ପାଳନ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଏଣୁ ଉପସ୍ଥିତ ଇସ୍ରାଏଲ ସନ୍ତାନମାନେ ସେହି ସମୟରେ ସାତ ଦିନ ନିସ୍ତାର ପର୍ବ ଓ ତାଡ଼ିଶୂନ୍ୟ ରୁଟିର ପର୍ବ ପାଳନ କଲେ।

Viz kapitola kopírovat




2 ବଂଶାବଳୀ 35:17

Následuj nás:

Reklamy


Reklamy