Online Bible

- Reklamy -




2 ବଂଶାବଳୀ 35:2 - ପବିତ୍ର ବାଇବଲ

2 ଯୋଶିୟ ଯାଜକମାନଙ୍କୁ ସେମାନଙ୍କ କାର୍ଯ୍ୟ କରିବା ନିମନ୍ତେ ମନୋନୀତ କଲେ। ଯାଜକମାନେ ସଦାପ୍ରଭୁଙ୍କ ମନ୍ଦିର ମଧ୍ୟରେ ସେବାକାର୍ଯ୍ୟ କରୁଥିବା ସମୟରେ ସେ ସେମାନଙ୍କୁ ଉତ୍ସାହ ପ୍ରଦାନ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

2 ପୁଣି, ସେ ଯାଜକମାନଙ୍କୁ ସେମାନଙ୍କ ରକ୍ଷଣୀୟ ସ୍ଥାନରେ ନିଯୁକ୍ତ କଲେ ଓ ସଦାପ୍ରଭୁଙ୍କ ଗୃହର ସେବାକାର୍ଯ୍ୟ କରିବାକୁ ସେମାନଙ୍କୁ ସାହସ ଦେଲେ।

Viz kapitola kopírovat

ଓଡିଆ ବାଇବେଲ

2 ପୁଣି, ସେ ଯାଜକମାନଙ୍କୁ ସେମାନଙ୍କ ରକ୍ଷଣୀୟ ସ୍ଥାନରେ ନିଯୁକ୍ତ କଲେ ଓ ସଦାପ୍ରଭୁଙ୍କ ଗୃହର ସେବାକାର୍ଯ୍ୟ କରିବାକୁ ସେମାନଙ୍କୁ ସାହସ ଦେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି, ସେ ଯାଜକମାନଙ୍କୁ ସେମାନଙ୍କ ରକ୍ଷଣୀୟ ସ୍ଥାନରେ ନିଯୁକ୍ତ କଲେ ଓ ସଦାପ୍ରଭୁଙ୍କ ଗୃହର ସେବାକାର୍ଯ୍ୟ କରିବାକୁ ସେମାନଙ୍କୁ ସାହସ ଦେଲେ।

Viz kapitola kopírovat




2 ବଂଶାବଳୀ 35:2

Následuj nás:

Reklamy


Reklamy