2 ବଂଶାବଳୀ 35:6 - ପବିତ୍ର ବାଇବଲ6 ନିସ୍ତାରପର୍ବର ମେଷଶାବକଗୁଡ଼ିକୁ ହତ୍ୟା କର, ସଦାପ୍ରଭୁଙ୍କ ନିମନ୍ତେ ନିଜକୁ ପବିତ୍ର କର। ତୁମ୍ଭମାନଙ୍କର ଭ୍ରାତାଗଣ, ଇସ୍ରାଏଲ ଲୋକମାନଙ୍କ ନିମନ୍ତେ ସେହି ମେଷଶାବକଗୁଡ଼ିକୁ ପ୍ରସ୍ତୁତ କର, ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁସବୁ ବିଷୟ କରିବାକୁ ଆଦେଶ ଦେଇଛନ୍ତି। ସଦାପ୍ରଭୁ ଆମ୍ଭମାନଙ୍କୁ ଏହି ଆଦେଶସବୁ ମୋଶାଙ୍କ ମାଧ୍ୟମରେ ଦେଇଥିଲେ।” Viz kapitolaପବିତ୍ର ବାଇବଲ (Re-edited) - (BSI)6 ପୁଣି, ନିସ୍ତାର ପର୍ବର ବଳି ବଧ କର ଓ ଆପଣାମାନଙ୍କୁ ପବିତ୍ର କର ଓ ମୋଶାଙ୍କ ହସ୍ତରେ (ଦତ୍ତ) ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ କର୍ମ କରିବା ନିମନ୍ତେ ଆପଣାମାନଙ୍କ ଭ୍ରାତୃଗଣ ପାଇଁ ପ୍ରସ୍ତୁତ ହୁଅ। Viz kapitolaଓଡିଆ ବାଇବେଲ6 ପୁଣି, ନିସ୍ତାର ପର୍ବର ବଳି ବଧ କର ଓ ଆପଣାମାନଙ୍କୁ ପବିତ୍ର କର ଓ ମୋଶାଙ୍କ ହସ୍ତରେ (ଦତ୍ତ) ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ କର୍ମ କରିବା ନିମନ୍ତେ ଆପଣାମାନଙ୍କ ଭ୍ରାତୃଗଣ ପାଇଁ ପ୍ରସ୍ତୁତ ହୁଅ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି, ନିସ୍ତାର ପର୍ବର ବଳି ବଧ କର ଓ ଆପଣାମାନଙ୍କୁ ପବିତ୍ର କର ଓ ମୋଶାଙ୍କ ହସ୍ତରେ (ଦତ୍ତ) ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ କର୍ମ କରିବା ନିମନ୍ତେ ଆପଣାମାନଙ୍କ ଭ୍ରାତୃଗଣ ପାଇଁ ପ୍ରସ୍ତୁତ ହୁଅ।” Viz kapitola |