2 ବଂଶାବଳୀ 35:7 - ପବିତ୍ର ବାଇବଲ7 ଯୋଶିୟ ଇସ୍ରାଏଲର ଲୋକମାନଙ୍କୁ 30,000 ମେଷ ଓ ଛାଗ ନିସ୍ତାରପର୍ବ ବଳି ନିମନ୍ତେ ହତ୍ୟା କରିବାକୁ ଦେଲେ। ସେ ଆହୁରି ମଧ୍ୟ ଲୋକମାନଙ୍କୁ 3,000 ପଶୁପଲ ଦେଲେ। ଏହି ସମସ୍ତ ପଶୁ ରାଜା ଯୋଶିୟଙ୍କ ନିଜସ୍ୱ ପଶୁପଲର ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଏଉତ୍ତାରେ ଯୋଶୀୟ ଲୋକମାନଙ୍କ ସନ୍ତାନଗଣର ଉପସ୍ଥିତ ସମସ୍ତଙ୍କୁ କେବଳ ନିସ୍ତାର ପର୍ବର ବଳି ନିମନ୍ତେ ପଲ ମଧ୍ୟରୁ ତିରିଶ ହଜାର ପର୍ଯ୍ୟନ୍ତ ମେଷଶାବକ ଓ ଛାଗବତ୍ସ ଓ ତିନି ହଜାର ବୃଷ ଦେଲେ; ଏହିସବୁ ରାଜସମ୍ପତ୍ତିରୁ ଦିଆଗଲା। Viz kapitolaଓଡିଆ ବାଇବେଲ7 ଏଉତ୍ତାରେ ଯୋଶୀୟ ଲୋକମାନଙ୍କ ସନ୍ତାନଗଣର ଉପସ୍ଥିତ ସମସ୍ତଙ୍କୁ କେବଳ ନିସ୍ତାର ପର୍ବର ବଳି ନିମନ୍ତେ ପଲ ମଧ୍ୟରୁ ତିରିଶ ହଜାର ପର୍ଯ୍ୟନ୍ତ ମେଷଶାବକ ଓ ଛାଗବତ୍ସ ଓ ତିନି ହଜାର ବୃଷ ଦେଲେ; ଏହିସବୁ ରାଜସମ୍ପତ୍ତିରୁ ଦିଆଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏଉତ୍ତାରେ ଯୋଶୀୟ ଲୋକମାନଙ୍କ ସନ୍ତାନଗଣର ଉପସ୍ଥିତ ସମସ୍ତଙ୍କୁ କେବଳ ନିସ୍ତାର ପର୍ବର ବଳି ନିମନ୍ତେ ପଲ ମଧ୍ୟରୁ ତିରିଶ ହଜାର ପର୍ଯ୍ୟନ୍ତ ମେଷଶାବକ ଓ ଛାଗବତ୍ସ ଓ ତିନି ହଜାର ବୃଷ ଦେଲେ; ଏହିସବୁ ରାଜସମ୍ପତ୍ତିରୁ ଦିଆଗଲା। Viz kapitola |