Online Bible

- Reklamy -




2 ବଂଶାବଳୀ 35:9 - ପବିତ୍ର ବାଇବଲ

9 ଆହୁରି ମଧ୍ୟ କନାନିୟ, ତାଙ୍କ ଭାଇ ଶମୟିୟ, ନଥନେ‌ଲ୍‌ଙ୍କ ହଶବିୟ, ଯିୟୂୟେଲ ଓ ଯୋଷାବଦ୍ ସହିତ 500 ମେଷ ଓ ଛାଗ ଏବଂ 500 ବଳଦ ନିସ୍ତାରପର୍ବ ନିମନ୍ତେ ଲେବୀୟମାନଙ୍କୁ ଦେଲେ। ସେହି ଲୋକମାନେ ଲେବୀୟମାନଙ୍କର ନେତାଗଣ ଥିଲେ।

Viz kapitola kopírovat

ଓଡିଆ ବାଇବେଲ

9 ମଧ୍ୟ କୋନାନୀୟ ଓ ଶମୟୀୟ ଓ ନଥନେଲ ନାମକ ତାହାର ଭାଇମାନେ, ଆଉ ହଶବୀୟ ଓ ଯିୟୀୟେଲ୍‍ ଓ ଯୋଷାବଦ୍‍, ଏହି ଲେବୀୟ ପ୍ରଧାନମାନେ ନିସ୍ତାର ପର୍ବର ବଳି ନିମନ୍ତେ ଲେବୀୟମାନଙ୍କୁ ପାଞ୍ଚ ସହସ୍ର ମେଷାଦିର ବତ୍ସ ଓ ପାଞ୍ଚ ଶହ ବୃଷ ଦେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ମଧ୍ୟ କୋନାନୀୟ ଓ ଶମୟୀୟ ଓ ନଥନେଲ ନାମକ ତାହାର ଭାଇମାନେ, ଆଉ ହଶବୀୟ ଓ ଯିୟୀୟେଲ୍‍ ଓ ଯୋଷାବଦ୍‍, ଏହି ଲେବୀୟ ପ୍ରଧାନମାନେ ନିସ୍ତାର ପର୍ବର ବଳି ନିମନ୍ତେ ଲେବୀୟମାନଙ୍କୁ ପାଞ୍ଚ ସହସ୍ର ମେଷାଦିର ବତ୍ସ ଓ ପାଞ୍ଚ ଶହ ବୃଷ ଦେଲେ।

Viz kapitola kopírovat




2 ବଂଶାବଳୀ 35:9

Následuj nás:

Reklamy


Reklamy