Online Bible

- Reklamy -




2 ବଂଶାବଳୀ 36:10 - ପବିତ୍ର ବାଇବଲ

10 ବସନ୍ତ ଋତୁରେ, ରାଜା ନବୂଖ‌ଦ୍‌ନିତ୍ସର ଯିହୋୟାଖୀ‌ନଙ୍କୁ ଆଣିବା ନିମନ୍ତେ କେତେକ ଭୃତ୍ୟଙ୍କୁ ପଠାଇଲେ। ସେମାନେ ଯିହୋୟାଖୀନ୍ ଓ ସଦାପ୍ରଭୁଙ୍କ ମନ୍ଦିରରୁ ବହୁମୂଲ୍ୟ ଧନ ସମ୍ପତ୍ତିରୁ କିଛି ବାବିଲକୁ ନେଇଗଲେ। ନବୂଖ‌ଦ୍‌ନିତ୍ସରର ସିଦିକିୟଙ୍କୁ ଯିହୁଦା ଓ ଯିରୁଶାଲମର ନୂତନ ରାଜା ରୂପେ ମନୋନୀତ କଲେ। ସିଦିକିୟ ଯିହୋୟାଖୀ‌ନଙ୍କର ଜଣେ ଆତ୍ମୀୟ ଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

10 ପୁଣି, ବର୍ଷର ପରିବର୍ତ୍ତନ ସମୟରେ ନବୂଖଦ୍ନିତ୍ସର ରାଜା ଲୋକ ପଠାଇ ତାଙ୍କୁ ଓ ତାଙ୍କ ସଙ୍ଗେ ସଦାପ୍ରଭୁଙ୍କ ଗୃହର ମନୋହର ପାତ୍ରସବୁ ବାବିଲକୁ ଆଣିଲା ଓ ତାଙ୍କର ଭାଇ ସିଦିକୀୟଙ୍କୁ ଯିହୁଦା ଓ ଯିରୂଶାଲମ ଉପରେ ରାଜା କଲା ।

Viz kapitola kopírovat

ଓଡିଆ ବାଇବେଲ

10 ପୁଣି, ବର୍ଷର ପରିବର୍ତ୍ତନ ସମୟରେ ନବୂଖଦ୍‍ନିତ୍ସର ରାଜା ଲୋକ ପଠାଇ ତାଙ୍କୁ ଓ ତାଙ୍କ ସଙ୍ଗେ ସଦାପ୍ରଭୁଙ୍କ ଗୃହର ମନୋହର ପାତ୍ରସବୁ ବାବିଲକୁ ଆଣିଲା ଓ ତାଙ୍କର ଭାଇ ସିଦିକୀୟଙ୍କୁ ଯିହୁଦା ଓ ଯିରୂଶାଲମ ଉପରେ ରାଜା କଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପୁଣି, ବର୍ଷର ପରିବର୍ତ୍ତନ ସମୟରେ ନବୂଖଦ୍‍ନିତ୍ସର ରାଜା ଲୋକ ପଠାଇ ତାଙ୍କୁ ଓ ତାଙ୍କ ସଙ୍ଗେ ସଦାପ୍ରଭୁଙ୍କ ଗୃହର ମନୋହର ପାତ୍ରସବୁ ବାବିଲକୁ ଆଣିଲା ଓ ତାଙ୍କର ଭାଇ ସିଦିକୀୟଙ୍କୁ ଯିହୁଦା ଓ ଯିରୂଶାଲମ ଉପରେ ରାଜା କଲା।

Viz kapitola kopírovat




2 ବଂଶାବଳୀ 36:10

Následuj nás:

Reklamy


Reklamy