2 ବଂଶାବଳୀ 36:12 - ପବିତ୍ର ବାଇବଲ12 ସେ ସଦାପ୍ରଭୁଙ୍କ ଇଚ୍ଛାନୁଯାୟୀ କର୍ମ କଲେ ନାହିଁ। ଭବିଷ୍ୟଦ୍ବକ୍ତା ଯିରିମିୟ ସଦାପ୍ରଭୁଙ୍କଠାରୁ ଆଗତ ବାର୍ତ୍ତାସବୁ କହିଲେ। କିନ୍ତୁ ସିଦିକିୟ ନିଜକୁ ନମ୍ର କଲେ ନାହିଁ ଓ ଯିରିମିୟ ଯେଉଁସବୁ କଥା କହିଲେ, ତାହା ମାନିଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ପୁଣି, ସେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ଦୃଷ୍ଟିରେ କୁକର୍ମ କଲେ; ସେ ସଦାପ୍ରଭୁଙ୍କ ମୁଖନିର୍ଗତ ବାକ୍ୟର ପ୍ରକାଶକ ଯିରିମୀୟ ଭବିଷ୍ୟଦ୍ବକ୍ତା ସମ୍ମୁଖରେ ଆପଣାକୁ ନମ୍ର କଲେ ନାହିଁ। Viz kapitolaଓଡିଆ ବାଇବେଲ12 ପୁଣି, ସେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ କୁକର୍ମ କଲେ; ସେ ସଦାପ୍ରଭୁଙ୍କ ମୁଖ ନିର୍ଗତ ବାକ୍ୟର ପ୍ରକାଶକ ଯିରିମୀୟ ଭବିଷ୍ୟଦ୍ବକ୍ତା ସମ୍ମୁଖରେ ଆପଣାକୁ ନମ୍ର କଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି, ସେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ କୁକର୍ମ କଲେ; ସେ ସଦାପ୍ରଭୁଙ୍କ ମୁଖନିର୍ଗତ ବାକ୍ୟର ପ୍ରକାଶକ ଯିରିମୀୟ ଭବିଷ୍ୟଦ୍ବକ୍ତା ସମ୍ମୁଖରେ ଆପଣାକୁ ନମ୍ର କଲେ ନାହିଁ। Viz kapitola |