Online Bible

- Reklamy -

2 ବଂଶାବଳୀ 36:14 - ପବିତ୍ର ବାଇବଲ

14 ଆହୁରି ମଧ୍ୟ ଯାଜକମାନଙ୍କର ନେତାଗଣ ଓ ଯିହୁଦାର ଲୋକମାନେ ଭୟଙ୍କର ପାପ କଲେ ଓ ସଦାପ୍ରଭୁଙ୍କ ନିକଟରେ ଆହୁରି ଅବିଶ୍ୱସ୍ତ ହେଲେ। ସେମାନେ ଅନ୍ୟ ଦେଶମାନଙ୍କର ମନ୍ଦ ଦୃଷ୍ଟାନ୍ତକୁ ଅନୁକରଣ କଲେ। ସେହି ନେତାମାନେ ସଦାପ୍ରଭୁଙ୍କ ମନ୍ଦିରକୁ ଅପବିତ୍ର କଲେ। ସଦାପ୍ରଭୁ ଯିରୁଶାଲମର ମନ୍ଦିରକୁ ପବିତ୍ର କରିଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ଆହୁରି, ଯାଜକମାନଙ୍କର ପ୍ରଧାନ ସମସ୍ତେ ଓ ଲୋକମାନେ ଅନ୍ୟ ଦେଶୀୟମାନଙ୍କ ସକଳ ଘୃଣାଯୋଗ୍ୟ କ୍ରିୟାନୁସାରେ ଅତିଶୟ ଅପରାଧ କଲେ; ପୁଣି, ସଦାପ୍ରଭୁ ଯିରୂଶାଲମରେ ଯେଉଁ ଗୃହ ପବିତ୍ର କରିଥିଲେ, ତାହାଙ୍କର ସେହି ଗୃହ ଅଶୁଚି କଲେ।

Viz kapitola kopírovat

ଓଡିଆ ବାଇବେଲ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଆହୁରି, ଯାଜକମାନଙ୍କର ପ୍ରଧାନ ସମସ୍ତେ ଓ ଲୋକମାନେ ଅନ୍ୟ ଦେଶୀୟମାନଙ୍କ ସକଳ ଘୃଣାଯୋଗ୍ୟ କ୍ରିୟାନୁସାରେ ଅତିଶୟ ଅପରାଧ କଲେ; ପୁଣି, ସଦାପ୍ରଭୁ ଯିରୂଶାଲମରେ ଯେଉଁ ଗୃହ ପବିତ୍ର କରିଥିଲେ, ତାହାଙ୍କର ସେହି ଗୃହ ଅଶୁଚି କଲେ।

Viz kapitola kopírovat

2 ବଂଶାବଳୀ 36:14

Následuj nás:

Reklamy

Reklamy