2 ବଂଶାବଳୀ 36:15 - ପବିତ୍ର ବାଇବଲ15 ସଦାପ୍ରଭୁ, ସେମାନଙ୍କ ପୂର୍ବପୁରୁଷମାନଙ୍କର ପରମେଶ୍ୱର, ତାଙ୍କର ଲୋକମାନଙ୍କୁ ଚେତାବନୀ ଦେବା ନିମନ୍ତେ ଦୂତମାନଙ୍କୁ ବାରମ୍ବାର ପଠାଇଲେ। ସଦାପ୍ରଭୁ ତାଙ୍କର ମନ୍ଦିର ଓ ଏହି ଲୋକମାନଙ୍କ ନିମନ୍ତେ ଦୁଃଖ ଅନୁଭବ କରିବାରୁ ଏହି ପ୍ରକାର କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ତଥାପି ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣର ପରମେଶ୍ଵର ଆପଣା ଦୂତଗଣ ଦ୍ଵାରା ସେମାନଙ୍କ ନିକଟକୁ କହି ପଠାଇଲେ, ସେ ଆପଣା ଲୋକମାନଙ୍କ ପ୍ରତି ଓ ଆପଣା ନିବାସ-ସ୍ଥାନ ପ୍ରତି ଦୟା ବହିବାରୁ ପ୍ରତ୍ୟୁଷରେ ଉଠି ପଠାଇଲେ; Viz kapitolaଓଡିଆ ବାଇବେଲ15 ତଥାପି ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ଆପଣା ଦୂତଗଣ ଦ୍ୱାରା ସେମାନଙ୍କ ନିକଟକୁ କହି ପଠାଇଲେ, ସେ ଆପଣା ଲୋକମାନଙ୍କ ପ୍ରତି ଓ ଆପଣା ନିବାସ-ସ୍ଥାନ ପ୍ରତି ଦୟା ବହିବାରୁ ପ୍ରତ୍ୟୁଷରେ ଉଠି ପଠାଇଲେ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତଥାପି ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ଆପଣା ଦୂତଗଣ ଦ୍ୱାରା ସେମାନଙ୍କ ନିକଟକୁ କହି ପଠାଇଲେ, ସେ ଆପଣା ଲୋକମାନଙ୍କ ପ୍ରତି ଓ ଆପଣା ନିବାସ ସ୍ଥାନ ପ୍ରତି ଦୟା ବହିବାରୁ ପ୍ରତ୍ୟୁଷରେ ଉଠି ପଠାଇଲେ; Viz kapitola |