Online Bible

- Reklamy -




2 ବଂଶାବଳୀ 36:18 - ପବିତ୍ର ବାଇବଲ

18 ନବୂଖ‌ଦ୍‌ନିତ୍ସର ପରମେଶ୍ୱରଙ୍କ ମନ୍ଦିରରୁ ସବୁ ପଦାର୍ଥ ବାବିଲକୁ ବୋହି ନେଇଗଲେ। ସେ ମନ୍ଦିରରୁ, ରାଜାଙ୍କ ନିକଟରୁ ଓ ରାଜାଙ୍କ ପଦାଧିକାରୀମାନଙ୍କଠାରୁ ବହୁମୂଲ୍ୟ ବସ୍ତୁ ସବୁ ନେଇଗଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ଆଉ, ପରମେଶ୍ଵରଙ୍କ ଗୃହର ବଡ଼ ସାନ ସମସ୍ତ ପାତ୍ର ଓ ସଦାପ୍ରଭୁଙ୍କ ଗୃହର ଧନ, ପୁଣି ରାଜାଙ୍କର ଓ ତାଙ୍କ ଅଧିପତିମାନଙ୍କ ଧନ, ଏହିସବୁ ବାବିଲକୁ ନେଇଗଲା।

Viz kapitola kopírovat

ଓଡିଆ ବାଇବେଲ

18 ଆଉ, ପରମେଶ୍ୱରଙ୍କ ଗୃହର ବଡ଼ ସାନ ସମସ୍ତ ପାତ୍ର ଓ ସଦାପ୍ରଭୁଙ୍କ ଗୃହର ଧନ, ପୁଣି ରାଜାଙ୍କର ଓ ତାଙ୍କ ଅଧିପତିମାନଙ୍କ ଧନ, ଏହିସବୁ ବାବିଲକୁ ନେଇଗଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଆଉ, ପରମେଶ୍ୱରଙ୍କ ଗୃହର ବଡ଼ ସାନ ସମସ୍ତ ପାତ୍ର ଓ ସଦାପ୍ରଭୁଙ୍କ ଗୃହର ଧନ, ପୁଣି ରାଜାଙ୍କର ଓ ତାଙ୍କ ଅଧିପତିମାନଙ୍କ ଧନ, ଏହିସବୁ ବାବିଲକୁ ନେଇଗଲା।

Viz kapitola kopírovat




2 ବଂଶାବଳୀ 36:18

Následuj nás:

Reklamy


Reklamy