Online Bible

- Reklamy -




2 ବଂଶାବଳୀ 36:19 - ପବିତ୍ର ବାଇବଲ

19 ନବୂଖ‌ଦ୍‌ନିତ୍ସର ଓ ତାଙ୍କର ସୈନ୍ୟଦଳ ମନ୍ଦିରକୁ ଜ୍ୱଳାଇ ଦେଲେ। ସେମାନେ ଯିରୁଶାଲମ ପ୍ରାଚୀରକୁ ଭାଙ୍ଗି ପକାଇଲେ ଓ ରାଜା ଓ ତାଙ୍କର ପଦାଧିକାରୀମାନଙ୍କର ସବୁ ଗୃହ ଜ୍ୱଳାଇ ଦେଲେ। ସେମାନେ ଯିରୁଶାଲମରେ ଥିବା ପ୍ରତ୍ୟେକ ବହୁମୂଲ୍ୟ ଦ୍ରବ୍ୟକୁ ନେଇଗଲେ ନଚେତ୍ ଧ୍ୱଂସ କରିଦେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ପୁଣି, ସେମାନେ ପରମେଶ୍ଵରଙ୍କ ଗୃହ ଦଗ୍ଧ କଲେ ଓ ଯିରୂଶାଲମର ପ୍ରାଚୀର ଭଗ୍ନ କଲେ ଓ ତହିଁର ଅଟ୍ଟାଳିକାସବୁ ଅଗ୍ନିରେ ଦଗ୍ଧ କରି ସେଠାରେ ଥିବା ମନୋହର ପାତ୍ରସବୁ ବିନାଶ କଲେ।

Viz kapitola kopírovat

ଓଡିଆ ବାଇବେଲ

19 ପୁଣି, ସେମାନେ ପରମେଶ୍ୱରଙ୍କ ଗୃହ ଦଗ୍ଧ କଲେ ଓ ଯିରୂଶାଲମର ପ୍ରାଚୀର ଭଗ୍ନ କଲେ ଓ ତହିଁର ଅଟ୍ଟାଳିକାସବୁ ଅଗ୍ନିରେ ଦଗ୍ଧ କରି ସେଠାରେ ଥିବା ମନୋହର ପାତ୍ରସବୁ ବିନାଶ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ପୁଣି, ସେମାନେ ପରମେଶ୍ୱରଙ୍କ ଗୃହ ଦଗ୍ଧ କଲେ ଓ ଯିରୂଶାଲମର ପ୍ରାଚୀର ଭଗ୍ନ କଲେ ଓ ତହିଁର ଅଟ୍ଟାଳିକାସବୁ ଅଗ୍ନିରେ ଦଗ୍ଧ କରି ସେଠାରେ ଥିବା ମନୋହର ପାତ୍ରସବୁ ବିନାଶ କଲେ।

Viz kapitola kopírovat




2 ବଂଶାବଳୀ 36:19

Následuj nás:

Reklamy


Reklamy