2 ବଂଶାବଳୀ 36:21 - ପବିତ୍ର ବାଇବଲ21 ଏହିପରି ଭାବରେ ସଦାପ୍ରଭୁ ଯିରିମିୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ଯେଉଁସବୁ ବିଷୟ କହିଥିଲେ, ତାହା ପ୍ରକୃତରେ ଘଟିଲା। ସଦାପ୍ରଭୁ ଯିରିମିୟଙ୍କ ମାଧ୍ୟମରେ କହିଥିଲେ: “ଏହି ସ୍ଥାନ ସତୁରି ବର୍ଷ ପର୍ଯ୍ୟନ୍ତ ଧ୍ୱଂସର ସ୍ଥାନ ହୋଇ ରହିବ। କାରଣ ଲୋକମାନେ ବିଶେଷ ବିଶ୍ରାମବାରରେ ବିଶ୍ରାମ ନ କରିଥିବାରୁ ତାହାକୁ ଭରଣା କରିବା ନିମନ୍ତେ ଏହିପରି ଘଟିଲା। ଏହା ସତୁରି ବର୍ଷ ଲାଗିରହିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)21 ଦେଶ ଆପଣାର ନାନା ବିଶ୍ରାମ ଭୋଗ କରିବା ପର୍ଯ୍ୟନ୍ତ ଯିରିମୀୟର ମୁଖ ଦ୍ଵାରା ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ସଫଳ ହେବା ନିମନ୍ତେ ଏହା ଘଟିଲା; କାରଣ ସତୁରି ବର୍ଷ ପୂର୍ଣ୍ଣକରଣାର୍ଥେ ଦେଶ ଉଚ୍ଛିନ୍ନ ଅବସ୍ଥାରେ ଥିବା ପର୍ଯ୍ୟନ୍ତ ବିଶ୍ରାମ ପାଳନ କଲା। Viz kapitolaଓଡିଆ ବାଇବେଲ21 ଦେଶ ଆପଣାର ନାନା ବିଶ୍ରାମ ଭୋଗ କରିବା ପର୍ଯ୍ୟନ୍ତ ଯିରିମୀୟର ମୁଖ ଦ୍ୱାରା ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ସଫଳ ହେବା ନିମନ୍ତେ ଏହା ଘଟିଲା; କାରଣ ସତୁରି ବର୍ଷ ପୂର୍ଣ୍ଣକରଣାର୍ଥେ ଦେଶ ଉଚ୍ଛିନ୍ନ ଅବସ୍ଥାରେ ଥିବା ପର୍ଯ୍ୟନ୍ତ ବିଶ୍ରାମ ପାଳନ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଦେଶ ଆପଣାର ନାନା ବିଶ୍ରାମ ଭୋଗ କରିବା ପର୍ଯ୍ୟନ୍ତ ଯିରିମୀୟର ମୁଖ ଦ୍ୱାରା ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ସଫଳ ହେବା ନିମନ୍ତେ ଏହା ଘଟିଲା; କାରଣ ସତୁରି ବର୍ଷ ପୂର୍ଣ୍ଣକରଣାର୍ଥେ ଦେଶ ଉଚ୍ଛିନ୍ନ ଅବସ୍ଥାରେ ଥିବା ପର୍ଯ୍ୟନ୍ତ ବିଶ୍ରାମ ପାଳନ କଲା। Viz kapitola |