2 ବଂଶାବଳୀ 36:6 - ପବିତ୍ର ବାଇବଲ6 ବାବିଲର ରାଜା ନବୂଖଦ୍ନିତ୍ସର ଯିହୁଦାକୁ ଆକ୍ରମଣ କଲେ। ସେ ଯିହୋୟାକୀମଙ୍କୁ ବନ୍ଦୀ କରି ନେଲେ ଓ ତାଙ୍କ ଉପରେ ପିତ୍ତଳର ଜଞ୍ଜିର ପକାଇଲେ। ଏହା ପରେ ନବୂଖଦ୍ନିତ୍ସର ରାଜା ଯିହୋୟାକୀମଙ୍କୁ ବାବିଲକୁ ନେଇଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ତାଙ୍କ ବିରୁଦ୍ଧରେ ବାବିଲର ରାଜା ନବୂଖଦ୍ନିତ୍ସର ଆସି ବାବିଲକୁ ନେଇ ଯିବା ନିମନ୍ତେ ତାଙ୍କୁ ଶିକୁଳିରେ ବାନ୍ଧିଲା। Viz kapitolaଓଡିଆ ବାଇବେଲ6 ତାଙ୍କ ବିରୁଦ୍ଧରେ ବାବିଲର ରାଜା ନବୂଖଦ୍ନିତ୍ସର ଆସି ବାବିଲକୁ ନେଇ ଯିବା ନିମନ୍ତେ ତାଙ୍କୁ ଶିକୁଳିରେ ବାନ୍ଧିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତାଙ୍କ ବିରୁଦ୍ଧରେ ବାବିଲର ରାଜା ନବୂଖଦ୍ନିତ୍ସର ଆସି ବାବିଲକୁ ନେଇଯିବା ନିମନ୍ତେ ତାଙ୍କୁ ଶିକୁଳିରେ ବାନ୍ଧିଲା। Viz kapitola |