2 ବଂଶାବଳୀ 36:7 - ପବିତ୍ର ବାଇବଲ7 ନବୂଖଦ୍ନିତ୍ସର ସଦାପ୍ରଭୁଙ୍କ ମନ୍ଦିରରୁ କେତେକ ଦ୍ରବ୍ୟ ନେଇଗଲେ। ସେ ସେହି ବସ୍ତୁଗୁଡ଼ିକୁ ବାବିଲକୁ ନେଇଗଲେ ଓ ସେଗୁଡ଼ିକୁ ନେଇ ନିଜ ଗୃହରେ ରଖିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ନବୂଖଦ୍ନିତ୍ସର ମଧ୍ୟ ସଦାପ୍ରଭୁଙ୍କ ଗୃହର କେତେକ ପାତ୍ର ବାବିଲକୁ ନେଇ ଯାଇ ବାବିଲସ୍ଥିତ ଆପଣା ମନ୍ଦିରରେ ରଖିଲା। Viz kapitolaଓଡିଆ ବାଇବେଲ7 ନବୂଖଦ୍ନିତ୍ସର ମଧ୍ୟ ସଦାପ୍ରଭୁଙ୍କ ଗୃହର କେତେକ ପାତ୍ର ବାବିଲକୁ ନେଇ ଯାଇ ବାବିଲସ୍ଥିତ ଆପଣା ମନ୍ଦିରରେ ରଖିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ନବୂଖଦ୍ନିତ୍ସର ମଧ୍ୟ ସଦାପ୍ରଭୁଙ୍କ ଗୃହର କେତେକ ପାତ୍ର ବାବିଲକୁ ନେଇଯାଇ ବାବିଲସ୍ଥିତ ଆପଣା ମନ୍ଦିରରେ ରଖିଲା। Viz kapitola |