2 ବଂଶାବଳୀ 36:9 - ପବିତ୍ର ବାଇବଲ9 ଯିହୋୟାଖୀନ୍ ଯିହୁଦାର ରାଜା ହେବା ସମୟରେ ଅଠର ବର୍ଷ ବୟସ୍କ ହୋଇଥିଲେ। ସେ ଯିରୁଶାଲମରେ ତିନି ମାସ ଓ ଦଶ ଦିନ ପର୍ଯ୍ୟନ୍ତ ରାଜା ହୋଇଥିଲେ। ସେ ସଦାପ୍ରଭୁଙ୍କ ଇଚ୍ଛାନୁଯାୟୀ କାର୍ଯ୍ୟ କଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଯିହୋୟାଖୀନ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଆଠ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ତିନି ମାସ ଦଶ ଦିନ ରାଜ୍ୟ କଲେ; ଆଉ, ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ। Viz kapitolaଓଡିଆ ବାଇବେଲ9 ଯିହୋୟାଖୀନ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଆଠ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ତିନି ମାସ ଦଶ ଦିନ ରାଜ୍ୟ କଲେ; ଆଉ, ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଯିହୋୟାଖୀନ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଆଠ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ତିନି ମାସ ଦଶ ଦିନ ରାଜ୍ୟ କଲେ; ଆଉ, ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ। Viz kapitola |