2 ବଂଶାବଳୀ 4:1 - ପବିତ୍ର ବାଇବଲ1 ଶଲୋମନ ଏକ ଯଜ୍ଞବେଦି ନିର୍ମାଣ ନିମନ୍ତେ ପିତ୍ତଳ ବ୍ୟବହାର କଲେ। ସେହି ପିତ୍ତଳର ବେଦିଟି କୋଡ଼ିଏ ହାତ ଲମ୍ବା, କୋଡ଼ିଏ ହାତ ଚଉଡ଼ା ଏବଂ ଦଶ ହାତ ଉଚ୍ଚତା ବିଶିଷ୍ଟ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଆହୁରି ସେ ଏକ ପିତ୍ତଳମୟ ଯଜ୍ଞବେଦି ନିର୍ମାଣ କଲେ, ତହିଁର ଦୈର୍ଘ୍ୟତା କୋଡ଼ିଏ ହାତ ଓ ତହିଁର ପ୍ରସ୍ଥ କୋଡ଼ିଏ ହାତ ଓ ତହିଁର ଉଚ୍ଚତା ଦଶ ହାତ। Viz kapitolaଓଡିଆ ବାଇବେଲ1 ଆହୁରି ସେ ଏକ ପିତ୍ତଳମୟ ଯଜ୍ଞବେଦି ନିର୍ମାଣ କଲେ, ତହିଁର ଦୈର୍ଘ୍ୟ କୋଡ଼ିଏ ହାତ ଓ ତହିଁର ପ୍ରସ୍ଥ କୋଡ଼ିଏ ହାତ ଓ ତହିଁର ଉଚ୍ଚତା ଦଶ ହାତ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଆହୁରି ସେ ଏକ ପିତ୍ତଳମୟ ଯଜ୍ଞବେଦି ନିର୍ମାଣ କଲେ, ତହିଁର ଦୈର୍ଘ୍ୟ କୋଡ଼ିଏ ହାତ ଓ ତହିଁର ପ୍ରସ୍ଥ କୋଡ଼ିଏ ହାତ ଓ ତହିଁର ଉଚ୍ଚତା ଦଶ ହାତ। Viz kapitola |