Online Bible

- Reklamy -




2 ବଂଶାବଳୀ 5:10 - ପବିତ୍ର ବାଇବଲ

10 ଦୁଇ ଗୋଟି ପ୍ରସ୍ତର ଫଳକ ବିନା ନିୟମ-ସିନ୍ଦୁକ ମଧ୍ୟରେ ଆଉ କିଛି ନ ଥିଲା। ମୋଶା ‘ହୋରେବ’ ପର୍ବତରେ ଏହି ଦୁଇଟି ଫଳକକୁ ନିୟମ-ସିନ୍ଦୁକ ମଧ୍ୟରେ ରଖିଥିଲେ। ‘ହୋରେବ’ ସେହି ସ୍ଥାନ, ଯେଉଁଠାରେ ସଦାପ୍ରଭୁ ଇସ୍ରାଏଲର ଲୋକମାନଙ୍କ ସହିତ ଏକ ଚୁକ୍ତି କରିଥିଲେ। ଇସ୍ରାଏଲର ଲୋକମାନେ ମିଶରରୁ ବାହାରି ଆସିବା ପରେ ଏହା ଘଟିଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

10 ଇସ୍ରାଏଲ-ସନ୍ତାନଗଣ ମିସର ଦେଶରୁ ବାହାର ହୋଇ ଆସିବା ବେଳେ ସଦାପ୍ରଭୁ ସେମାନଙ୍କ ସହିତ ନିୟମ କରିବା ସମୟରେ ମୋଶା ହୋରେବ୍ ନିକଟରେ ଯେଉଁ ଦୁଇ ପ୍ରସ୍ତରଫଳକ ସିନ୍ଦୁକ ମଧ୍ୟରେ ରଖିଥିଲେ, ତଦ୍ଭିନ୍ନ ତହିଁରେ ଆଉ କିଛି ନ ଥିଲା।

Viz kapitola kopírovat

ଓଡିଆ ବାଇବେଲ

10 ଇସ୍ରାଏଲ ସନ୍ତାନଗଣ ମିସର ଦେଶରୁ ବାହାର ହୋଇ ଆସିବା ବେଳେ ସଦାପ୍ରଭୁ ସେମାନଙ୍କ ସହିତ ନିୟମ କରିବା ସମୟରେ ମୋଶା ହୋରେବ ନିକଟରେ ଯେଉଁ ଦୁଇ ପ୍ରସ୍ତର-ଫଳକ ସିନ୍ଦୁକ ମଧ୍ୟରେ ରଖିଥିଲେ, ତାହା ବ୍ୟତୀତ ତହିଁରେ ଆଉ କିଛି ନ ଥିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଇସ୍ରାଏଲ-ସନ୍ତାନଗଣ ମିସର ଦେଶରୁ ବାହାର ହୋଇ ଆସିବା ବେଳେ ସଦାପ୍ରଭୁ ସେମାନଙ୍କ ସହିତ ନିୟମ କରିବା ସମୟରେ ମୋଶା ହୋରେବ ନିକଟରେ ଯେଉଁ ଦୁଇ ପ୍ରସ୍ତର ଫଳକ ସିନ୍ଦୁକ ମଧ୍ୟରେ ରଖିଥିଲେ, ତାହା ବ୍ୟତୀତ ତହିଁରେ ଆଉ କିଛି ନ ଥିଲା।

Viz kapitola kopírovat




2 ବଂଶାବଳୀ 5:10

Následuj nás:

Reklamy


Reklamy