Online Bible

- Reklamy -




2 ବଂଶାବଳୀ 5:12 - ପବିତ୍ର ବାଇବଲ

12 ଲେବୀୟ ଗାୟକମାନେ ଯଜ୍ଞବେଦିର ପୂର୍ବପଟେ ଠିଆ ହେଲେ। ଆସଫ୍, ହେମନ୍ ଓ ଯିଦୂଥୂ‌ନଙ୍କ ଗାୟକଦଳର ପ୍ରତ୍ୟେକ ସେଠାରେ ଥିଲେ। ଆଉ ସେମାନଙ୍କର ପୁତ୍ରଗଣ ଓ ଭ୍ରାତାଗଣ ମଧ୍ୟ ସେଠାରେ ଥିଲେ। ସେହି ଲେବୀୟ ଗାୟକମାନେ ଶୁଭ୍ର କାର୍ପାସ ବସ୍ତ୍ର ପିନ୍ଧିଥିଲେ। ସେମାନଙ୍କ ନିକଟରେ ଗିନି, ସାରଙ୍ଗ ଓ ବୀଣାଯନ୍ତ୍ର ଥିଲା। ସେହି ଲେବୀୟ ଗାୟକମାନଙ୍କ ନିକଟରେ 120 ଜଣ ଯାଜକ ଥିଲେ। ସେହି 120 ଜଣ ଯାଜକ ତୂରୀ ବଜାଇଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

12 ମଧ୍ୟ ଲେବୀୟ ଗାୟକ ସମସ୍ତେ, ଅର୍ଥାତ୍, ଆସଫ, ହେମନ୍, ଯିଦୂଥୂନ୍ ଓ ସେମାନଙ୍କ ପୁତ୍ର ଓ ଭାତ୍ରୁଗଣ କ୍ଷୌମବସ୍ତ୍ର ପିନ୍ଧି କରତାଳ ଓ ନେବଲ ଓ ବୀଣା ଧରି ଯଜ୍ଞବେଦିର ପୂର୍ବ ଦିଗରେ ଠିଆ ହୋଇଥିଲେ ଓ ସେମାନଙ୍କ ସଙ୍ଗେ ତୂରୀବାଦକ ଏକ ଶହ କୋଡ଼ିଏ ଜଣ ଯାଜକ ଥିଲେ; ତହୁଁ ଯାଜକମାନେ ପବିତ୍ର ସ୍ଥାନରୁ ବାହାର ହୋଇ ଆସନ୍ତେ,

Viz kapitola kopírovat

ଓଡିଆ ବାଇବେଲ

12 ମଧ୍ୟ ଲେବୀୟ ଗାୟକ ସମସ୍ତେ, ଅର୍ଥାତ୍‍, ଆସଫ, ହେମନ, ଯିଦୂଥୂନ୍‍ ଓ ସେମାନଙ୍କ ପୁତ୍ର ଓ ଭାତ୍ରୁଗଣ କ୍ଷୌମବସ୍ତ୍ର ପିନ୍ଧି କରତାଳ ଓ ନେବଲ ଓ ବୀଣା ଧରି ଯଜ୍ଞବେଦିର ପୂର୍ବ ଦିଗରେ ଠିଆ ହୋଇଥିଲେ ଓ ସେମାନଙ୍କ ସଙ୍ଗେ ତୂରୀବାଦକ ଏକ ଶହ କୋଡ଼ିଏ ଜଣ ଯାଜକ ଥିଲେ; ତହୁଁ ଯାଜକମାନେ ପବିତ୍ର ସ୍ଥାନରୁ ବାହାର ହୋଇ ଆସନ୍ତେ,

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ମଧ୍ୟ ଲେବୀୟ ଗାୟକ ସମସ୍ତେ, ଅର୍ଥାତ୍‍, ଆସଫ, ହେମନ, ଯିଦୂଥୂନ୍‍ ଓ ସେମାନଙ୍କ ପୁତ୍ର ଓ ଭାଇଗଣ କ୍ଷୌମବସ୍ତ୍ର ପିନ୍ଧି କରତାଳ ଓ ନେବଲ ଓ ବୀଣା ଧରି ଯଜ୍ଞବେଦିର ପୂର୍ବ ଦିଗରେ ଠିଆ ହୋଇଥିଲେ ଓ ସେମାନଙ୍କ ସଙ୍ଗେ ତୂରୀବାଦକ ଏକ ଶହ କୋଡ଼ିଏ ଜଣ ଯାଜକ ଥିଲେ; ତହୁଁ ଯାଜକମାନେ ପବିତ୍ର ସ୍ଥାନରୁ ବାହାର ହୋଇ ଆସନ୍ତେ,

Viz kapitola kopírovat




2 ବଂଶାବଳୀ 5:12

Následuj nás:

Reklamy


Reklamy