2 ବଂଶାବଳୀ 5:14 - ପବିତ୍ର ବାଇବଲ14 ସେହି ମେଘ ହେତୁ ଯାଜକମାନେ ସେମାନଙ୍କର ସେବା ଜାରି ରଖିପାରିଲେ ନାହିଁ। କାରଣ, ସଦାପ୍ରଭୁଙ୍କ ମହିମା ପରମେଶ୍ୱରଙ୍କ ମନ୍ଦିରକୁ ପୂର୍ଣ୍ଣ କରିଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଯେ, ଯାଜକମାନେ ସେହି ମେଘ ସକାଶୁ ପରିଚର୍ଯ୍ୟା କରିବାକୁ ଠିଆ ହୋଇ ପାରିଲେ ନାହିଁ; କାରଣ ସଦାପ୍ରଭୁଙ୍କ ପ୍ରତାପ ସଦାପ୍ରଭୁଙ୍କ ଗୃହକୁ ପରିପୂର୍ଣ୍ଣ କଲା। Viz kapitolaଓଡିଆ ବାଇବେଲ14 ଯେ, ଯାଜକମାନେ ସେହି ମେଘ ସକାଶୁ ପରିଚର୍ଯ୍ୟା କରିବାକୁ ଠିଆ ହୋଇ ପାରିଲେ ନାହିଁ; କାରଣ ସଦାପ୍ରଭୁଙ୍କ ପ୍ରତାପ ପରମେଶ୍ୱରଙ୍କ ଗୃହକୁ ପରିପୂର୍ଣ୍ଣ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଯେ, ଯାଜକମାନେ ସେହି ମେଘ ସକାଶୁ ପରିଚର୍ଯ୍ୟା କରିବାକୁ ଠିଆ ହୋଇ ପାରିଲେ ନାହିଁ; କାରଣ ସଦାପ୍ରଭୁଙ୍କ ପ୍ରତାପ ପରମେଶ୍ୱରଙ୍କ ଗୃହକୁ ପରିପୂର୍ଣ୍ଣ କଲା। Viz kapitola |