Online Bible

- Reklamy -




2 ବଂଶାବଳୀ 5:2 - ପବିତ୍ର ବାଇବଲ

2 ଇସ୍ରାଏଲର ସମସ୍ତ ପ୍ରାଚୀନ ଏବଂ ପ୍ରତ୍ୟେକ ପରିବାରବର୍ଗର ମୁଖିଆମାନଙ୍କୁ ଯିରୁଶାଲମରେ ସମ୍ମିଳିତ ହେବା ନିମନ୍ତେ ଶଲୋମନ ଆଜ୍ଞା ଦେଲେ। ଏହି ଲୋକମାନେ ଇସ୍ରାଏଲର ପରିବାରଗୁଡ଼ିକର ମୁଖିଆ ଥିଲେ। ସଦାପ୍ରଭୁଙ୍କର ନିୟମ-ସିନ୍ଦୁକ ସିୟୋନ ବାହାରକୁ ଦାଉଦଙ୍କର ନଗରକୁ ଆଣିବା ନିମନ୍ତେ ଶଲୋମନ ଏପରି କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

2 ତହୁଁ ଶଲୋମନ ଦାଉଦ-ନଗର ସିୟୋନରୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିବା ପାଇଁ ଇସ୍ରାଏଲର ପ୍ରାଚୀନବର୍ଗଙ୍କୁ ଓ ବଂଶୀୟ ପ୍ରଧାନ ସମସ୍ତଙ୍କୁ, ଇସ୍ରାଏଲ-ସନ୍ତାନଗଣର ପିତୃବଂଶାଧିପତିମାନଙ୍କୁ ଯିରୂଶାଲମରେ ଏକତ୍ର କଲେ।

Viz kapitola kopírovat

ଓଡିଆ ବାଇବେଲ

2 ତହୁଁ ଶଲୋମନ ଦାଉଦ-ନଗର ସିୟୋନରୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିବା ପାଇଁ ଇସ୍ରାଏଲର ପ୍ରାଚୀନବର୍ଗଙ୍କୁ ଓ ବଂଶୀୟ ପ୍ରଧାନ ସମସ୍ତଙ୍କୁ, ଇସ୍ରାଏଲ ସନ୍ତାନଗଣର ପିତୃବଂଶାଧିପତିମାନଙ୍କୁ ଯିରୂଶାଲମରେ ଏକତ୍ର କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତହୁଁ ଶଲୋମନ ଦାଉଦ-ନଗର ସିୟୋନରୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିବା ପାଇଁ ଇସ୍ରାଏଲର ପ୍ରାଚୀନବର୍ଗଙ୍କୁ ଓ ବଂଶୀୟ ପ୍ରଧାନ ସମସ୍ତଙ୍କୁ, ଇସ୍ରାଏଲ-ସନ୍ତାନଗଣର ପିତୃବଂଶାଧିପତିମାନଙ୍କୁ ଯିରୂଶାଲମରେ ଏକତ୍ର କଲେ।

Viz kapitola kopírovat




2 ବଂଶାବଳୀ 5:2

Následuj nás:

Reklamy


Reklamy