2 ବଂଶାବଳୀ 5:6 - ପବିତ୍ର ବାଇବଲ6 ରାଜା ଶଲୋମନ ଓ ଇସ୍ରାଏଲର ସମସ୍ତ ଲୋକ ନିୟମ-ସିନ୍ଦୁକ ସମ୍ମୁଖରେ ଏକାଠି ହେଲେ। ରାଜା ଶଲୋମନ ଓ ଇସ୍ରାଏଲର ସମସ୍ତ ଲୋକ ମେଷ ଓ ଷଣ୍ଢଗୁଡ଼ିକୁ ହୋମବଳି ରୂପେ ବଳିଦାନ ଦେଲେ। ସେହି ବଳିକୃତ ମେଷ ଓ ଷଣ୍ଢ ସଂଖ୍ୟା ଏତେ ଥିଲା ଯେ, ତାକୁ କେହି ଗଣିପାରିଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଆଉ ଶଲୋମନ ରାଜା ଓ ତାଙ୍କ ନିକଟରେ ଏକତ୍ରିତ ଇସ୍ରାଏଲର ସମଗ୍ର ମଣ୍ତଳୀ ସିନ୍ଦୁକ ସମ୍ମୁଖରେ ଥାଇ ମେଷ ଓ ଗୋରୁ ବଳିଦାନ କଲେ, ବାହୁଲ୍ୟପ୍ରଯୁକ୍ତ ତାହାସବୁ ଅସଂଖ୍ୟ ଓ ଅଗଣ୍ୟ ଥିଲା। Viz kapitolaଓଡିଆ ବାଇବେଲ6 ଆଉ ଶଲୋମନ ରାଜା ଓ ତାଙ୍କ ନିକଟରେ ଏକତ୍ରିତ ଇସ୍ରାଏଲର ସମଗ୍ର ମଣ୍ଡଳୀ ସିନ୍ଦୁକ ସମ୍ମୁଖରେ ଥାଇ ଏତେ ପରିମାଣରେ ମେଷ ଓ ଗୋରୁ ବଳିଦାନ କଲେ, ଯେ ତାହାସବୁ ଅସଂଖ୍ୟ ଓ ଅଗଣ୍ୟ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆଉ ଶଲୋମନ ରାଜା ଓ ତାଙ୍କ ନିକଟରେ ଏକତ୍ରିତ ଇସ୍ରାଏଲର ସମଗ୍ର ମଣ୍ଡଳୀ ସିନ୍ଦୁକ ସମ୍ମୁଖରେ ଥାଇ ଏତେ ପରିମାଣରେ ମେଷ ଓ ଗୋରୁ ବଳିଦାନ କଲେ, ଯେ ତାହାସବୁ ଅସଂଖ୍ୟ ଓ ଅଗଣ୍ୟ ଥିଲା। Viz kapitola |