Online Bible

- Reklamy -




2 ବଂଶାବଳୀ 5:7 - ପବିତ୍ର ବାଇବଲ

7 ଏହା ପରେ ଯାଜକମାନେ ସଦାପ୍ରଭୁଙ୍କର ନିୟମ-ସିନ୍ଦୁକକୁ ତହିଁ ନିମନ୍ତେ ପ୍ରସ୍ତୁତ ହୋଇଥିବା ସ୍ଥାନକୁ ଆଣିଲେ। ସେହି ସ୍ଥାନ ମନ୍ଦିରର ଭିତର ପାର୍ଶ୍ୱ କୋଠରୀରେ ଥିଲା ଓ ସବୁଠାରୁ ପବିତ୍ର ସ୍ଥାନ ଥିଲା ଏବଂ ଏହି କିରୁବଦୂତ ପକ୍ଷ ତଳେ ଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ତହୁଁ ଯାଜକମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ତହିଁର ସ୍ଥାନକୁ, ଅର୍ଥାତ୍, ଗୃହର ଗର୍ଭାଗାର, ମହାପବିତ୍ର ସ୍ଥାନ, କିରୂବଦ୍ଵୟର ପକ୍ଷ ତଳକୁ ଆଣିଲେ।

Viz kapitola kopírovat

ଓଡିଆ ବାଇବେଲ

7 ତହୁଁ ଯାଜକମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ତହିଁର ସ୍ଥାନକୁ, ଅର୍ଥାତ୍‍, ଗୃହର ଗର୍ଭାଗାର, ମହାପବିତ୍ର ସ୍ଥାନ, କିରୂବଦ୍ୱୟର ପକ୍ଷ ତଳକୁ ଆଣିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତହୁଁ ଯାଜକମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ତହିଁର ସ୍ଥାନକୁ, ଅର୍ଥାତ୍‍, ଗୃହର ଗର୍ଭାଗାର, ମହାପବିତ୍ର ସ୍ଥାନ, କିରୂବଦ୍ୱୟର ପକ୍ଷ ତଳକୁ ଆଣିଲେ।

Viz kapitola kopírovat




2 ବଂଶାବଳୀ 5:7

Následuj nás:

Reklamy


Reklamy