2 ବଂଶାବଳୀ 5:9 - ପବିତ୍ର ବାଇବଲ9 ସେହି ଖମ୍ବଗୁଡ଼ିକ ଏତେ ଲମ୍ବା ଥିଲା ଯେ ପବିତ୍ର ତମ୍ବୁ ସ୍ଥାନର ସମ୍ମୁଖରୁ ତାହାର ଦୁଇପାର୍ଶ୍ୱ ଦେଖାଯାଉଥିଲା। କିନ୍ତୁ ମନ୍ଦିର ସମ୍ମୁଖରୁ କୌଣସି ବ୍ୟକ୍ତି ସେହି ଖମ୍ବଗୁଡ଼ିକୁ ଦେଖି ପାରୁ ନ ଥିଲେ। ଆଜି ମଧ୍ୟ ସେହି ଖମ୍ବଗୁଡ଼ିକ ସେହି ସ୍ଥାନରେ ରହିଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)9 ପୁଣି ସେହି ସାଙ୍ଗୀ ଏତେ ଲମ୍ଵ ଥିଲା ଯେ, ତହିଁର ଅଗ୍ରଭାଗ ଗର୍ଭାଗାର ସମ୍ମୁଖରେ ସିନ୍ଦୁକଠାରୁ ଦେଖାଗଲା; ମାତ୍ର ବାହାରକୁ ଦେଖାଗଲା ନାହିଁ; ଆଜି ପର୍ଯ୍ୟନ୍ତ ତାହା ସେହି ସ୍ଥାନରେ ଅଛି। Viz kapitolaଓଡିଆ ବାଇବେଲ9 ପୁଣି ସେହି ସାଙ୍ଗୀ ଏତେ ଲମ୍ବ ଥିଲା ଯେ, ତହିଁର ଅଗ୍ରଭାଗ ଗର୍ଭାଗାର ସମ୍ମୁଖରେ ସିନ୍ଦୁକଠାରୁ ଦେଖାଗଲା; ମାତ୍ର ବାହାରକୁ ଦେଖାଗଲା ନାହିଁ; ଆଜି ପର୍ଯ୍ୟନ୍ତ ତାହା ସେହି ସ୍ଥାନରେ ଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି ସେହି ସାଙ୍ଗୀ ଏତେ ଲମ୍ବ ଥିଲା ଯେ, ତହିଁର ଅଗ୍ରଭାଗ ଗର୍ଭାଗାର ସମ୍ମୁଖରେ ସିନ୍ଦୁକଠାରୁ ଦେଖାଗଲା; ମାତ୍ର ବାହାରକୁ ଦେଖାଗଲା ନାହିଁ; ଆଜି ପର୍ଯ୍ୟନ୍ତ ତାହା ସେହି ସ୍ଥାନରେ ଅଛି। Viz kapitola |